Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

Sanchar Live by Sanchar Live
February 5, 2025
in ଅପରାଧ
0
ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ
0
SHARES
16
VIEWS
FacebookTwitter

ମାଲକାନଗିରି : ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ । ମାଲକାନଗିରି ଜଳ ସମ୍ପଦ ବିଭାଗ ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରୁ ରେଡ୍ ବେଳେ ମିଳିଲା ନଗଦ ଦେଢ଼ କୋଟି ଟଙ୍କା । ଜୟପୁରସ୍ଥିତ ଘର ଓ ମାଲକାନଗିରି MV-8ରେ ଚଢ଼ାଉ ଜାରି ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି  । ମାଲକାନଗିରି, କଟକ, ଭୁବନେଶ୍ବର, ଜୟପୁର ସମେତ ୮ଟି ସ୍ଥାନରେ ଚାଲିଛି ରେଡ୍ । କଟକ ବାଲିସାହିସ୍ଥିତ ପୈତୃକ ଘରେ, ଭୁବନେଶ୍ବର ହାଉସିଂ ବୋର୍ଡ କଲୋନୀ, ଭୀମଟାଙ୍ଗୀରେ ଚଢାଉ ଚାଲିଛି ।  ଜୟପୁର ଘରର ଆସବାବପତ୍ର ଦେଖି ଭିଜିଲାନ୍ସ ତାଜୁବ । ବିଭାଗର ଅନ୍ୟ ୩ କର୍ମଚାରୀଙ୍କ ଘରେ ମଧ୍ୟ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ସହକାରୀ କୃଷି ଯନ୍ତ୍ରୀ ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର ଓ ଜଣେ ଠିକା କର୍ମଚାରୀଙ୍କ ଘରେ ରେଡ୍ ଚାଲିଛି ।

ସୂଚନା ଅନୁସାରେ ଗତକିଛି ଦିନ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରିଥିଲା। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଥିଲା । ଭୁବନେଶ୍ୱର, ବାଲେଶ୍ଵର, ଯାଜପୁର ଓ ସୁନ୍ଦରଗଡ଼ରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ରେଡରେ ଜଣେ ଅତିରିକ୍ତ ଏସପି, ତିନି ଜଣ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ ଥିଲେ ।

Tags: malkangirivigilanceraid
ShareTweetShareSend
Sanchar Live

Sanchar Live

Next Post
କଟକ ବାରବାଟୀରେ ସ୍ଥିତି ଅସମ୍ଭାଳ, ଟିକେଟ ପାଇଁ ଦଳା ଚକଟା

କଟକ ବାରବାଟୀରେ ସ୍ଥିତି ଅସମ୍ଭାଳ, ଟିକେଟ ପାଇଁ ଦଳା ଚକଟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.