Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦ୍ବିତୀୟ ବିବାହ କଲେ ବିଜେଡି ନେତା ମନ୍ମଥ ରାଉତରାୟ

Sanchar Live by Sanchar Live
March 4, 2025
in ଓଡିଶା
0
ଦ୍ବିତୀୟ ବିବାହ କଲେ ବିଜେଡି ନେତା ମନ୍ମଥ ରାଉତରାୟ
0
SHARES
298
VIEWS
FacebookTwitter

ଭୁବନେଶ୍ୱର : ବାହା ହେଲେ ମନ୍ମଥ ରାଉତରାୟ । ଦ୍ବିତୀୟ ବିବାହ କରିଛନ୍ତି ବରିଷ୍ଟ କଂଗ୍ରେସ ନେତା ତଥା ସୁରେଶ ରାଉତରାୟଙ୍କ ସାନ ପୁଅ । ପ୍ରଥମ ବିବାହ ବିଚ୍ଛେଦ ପରେ ସେ ପଟିଆ ଅଞ୍ଚଳର ଜଣେ ଯୁବତୀଙ୍କୁ ଜୀବନସାଥୀ ବାଛିଛନ୍ତି । ମନ୍ମଥଙ୍କ ପତ୍ନୀଙ୍କ ନାଁ ହେଉଛି ରୋଜାଲିନ୍‌ ପଟ୍ଟନାୟକ । ସେ ମୁମ୍ବାଇରେ କାର୍ଯ୍ୟରତ ଅଛନ୍ତି । ରୋଚକ କଥା ହେଉଛି, ରୋଜାଲିନ୍‌ ହେଉଛନ୍ତି ମନ୍ମଥଙ୍କ ପ୍ରଥମ ପତ୍ନୀ ସୁଚିସ୍ମିତା ମହାପାତ୍ରଙ୍କ ବାନ୍ଧବୀ ।

ତେବେ ରାଜଧାନୀ ଉପକଣ୍ଠ ଡେରାସ ନିକଟ ଚନ୍ଦକା ନେଚର ରିସର୍ଟରେ ବେଶ୍‌ ଆଡମ୍ବରପୂର୍ଣ୍ଣ ଭାବେ ବିବାହ ଉତ୍ସବ ସମ୍ପନ୍ନ ହୋଇଛି । ସୋମବାର ସନ୍ଧ୍ୟାରେ ରିସର୍ଟର ଅଳ୍ପ ଦୂରରୁ ବର ବେଶରେ ବାହାରିଥିଲେ ମନ୍ମଥ । ସାଙ୍ଗରେ ଅଳ୍ପ କିଛି ବରଯାତ୍ରୀ ଥିଲେ । ମନ୍ମଥଙ୍କ ସମ୍ପର୍କୀୟ ତଥା ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ବରଯାତ୍ରୀ ଭାବେ ଯାଇଥିଲେ । ବିଜେଡି କିମ୍ବା କଂଗ୍ରେସ ଦଳରୁ ଅନ୍ୟ କେହି ନେତା ବିବାହରେ ସାମିଲ୍‌ ହୋଇନଥିଲେ । ବିଳମ୍ବିତ ରାତିରେ ଚନ୍ଦକା ରିସର୍ଟରେ ବୈଦିକ ରୀତିନୀତିରେ ତାଙ୍କର ବାହାଘର ସମ୍ପନ୍ନ ହୋଇଥିବା ସୂଚନା ମିଳିଛି । ରିସର୍ଟ ଭିତରେ ଫଟୋ ଉଠା ଉପରେ କଟକଣା ଲାଗିଥିଲା । ତାଙ୍କ ବାହାଘରରେ ଅଳ୍ପ କିଛି ହାତଗଣତି ସମ୍ପର୍କୀୟ ଓ ବନ୍ଧୁବାନ୍ଧବ ସାମିଲ୍‌ ହୋଇଥିଲେ ।

 

Tags: bjdManmathroutraymarriage
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.