Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଦଶମ ଶ୍ରେଣୀ ଛାତ୍ରକୁ ପିଟି ପିଟି ହତ୍ୟା କଲେ ମାଓବାଦୀ

Sanchar Live by Sanchar Live
August 15, 2024
in ଅପରାଧ
0
ଦଶମ ଶ୍ରେଣୀ ଛାତ୍ରକୁ ପିଟି ପିଟି ହତ୍ୟା କଲେ ମାଓବାଦୀ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରକୁ ପିଟି ପିଟି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା। ଗତ ଦଶ ଦିନ ତଳେ ମୃତ ଛାତ୍ରଙ୍କ ବଡ ଭାଇଙ୍କୁ ମଧ୍ୟ ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିଥିଲେ । ମୃତକ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ପୂବର୍ତ୍ତୀ ଗାଁର ଦଶମ ଶ୍ରେଣୀ ଛାତ୍ର ସୋୟାମ ଶଙ୍କର । ପୋଲିସର ସୂଚନା ଦାତା ବୋଲି ଅଭିଯୋଗ କରି ମାଓବାଦୀ ଅତି ନିର୍ମମ ଭାବେ ତାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି । ସପ୍ତାହ ପୂର୍ବରୁ ମାଓବାଦୀ ମାନେ ଶଙ୍କରଙ୍କ ଭାଇ ସୋୟାମ ଦୁର୍ଭାକୁ ଗାଁରେ ଗୋଡ଼ାଇ ବାଡ଼ିରେ ପିଟି ପିଟି ହତ୍ୟା କରିଥିଲେ । ଘଟଣାକୁ ନେଇ ସୁକୁମା ଏସପି କିରଣ ଚୌହାନ କହିଛନ୍ତି ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ସେମାନଙ୍କୁ ହତ୍ୟା କରିଛନ୍ତି । ହେଲେ ସେମାନେ ପ୍ରକୃତରେ ପୋଲିସ ଇନଫର୍ମର ନଥିଲେ ବରଂ ଗାଁର ସାଧାରଣ ଆଦିବାସୀ ଥିଲେ। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର ହୋଇଥିବା ନେଇ ସୂଚନା ଦେଇଛନ୍ତି ସୁକୁମା ଏସପି ।

Tags: chatisgarhmalkangirimao
ShareTweetShareSend
Sanchar Live

Sanchar Live

Next Post
ଅଲଗା ହେବ ଯୁକ୍ତ-୨ ଓ ଯୁକ୍ତ-୩ ମହାବିଦ୍ୟାଳୟ

ଅଲଗା ହେବ ଯୁକ୍ତ-୨ ଓ ଯୁକ୍ତ-୩ ମହାବିଦ୍ୟାଳୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.