Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରୁ ମାଓ ଡମ୍ପ ଠାବ

Sanchar Live by Sanchar Live
April 25, 2025
in ଓଡିଶା
0
ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରୁ ମାଓ ଡମ୍ପ ଠାବ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ମାଲକାନଗିରି ଜିଲ୍ଲାରେ ବିଏସଏଫ ବାହିନୀକୁ ମିଳିଲା ବଡ ସଫଳତା । ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଠାବ ହେଲା ମାଓ ଡମ୍ପ । ଡମ୍ପ ଭିତରୁ ବାହାରିଲା ଚାରଟି ଟିଫିନ ବୋମା ବା IED ସହ ଗୋଟିଏ 12 ଭୋଲ୍ଟ ବେଟେରୀ, ବିଦ୍ୟୁତ ତାର, ବଡ ପ୍ଳାଷ୍ଟିକ ଡ୍ରମ, ଅକ୍ସିଜେନ ସିଲିଣ୍ଡର ସହ ଅନେକ ବିସ୍ଫୋରକ ସାମଗ୍ରୀ । ଘନବେଡା ଓ ଗୋରାସେତୁ ବିଏସଏଫ କେମ୍ପର 177 ବାଟାଲିୟନର ଜବାନ ମାନେ ଏରିଆ ଡମିନେସନ କରିବା ଲାଗି ପଣଷପୁଟ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡା ଜଙ୍ଗଲକୁ ଯାଇଥିଲେ । ହେଲେ ଜଙ୍ଗଲ ଭିତରେ ଯାଞ୍ଚ ତଲାସୀ ଚାଲିଥିବା ବେଳେ ଗୋଟିଏ ସ୍ଥାନରେ ଲେଣ୍ଡମାଇନ ଡିଟେକ୍ଟର ଦ୍ବାରା ସର୍ଚ୍ଚ କରି ଜବାନ ଏହି ସବୁ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।

Tags: chitrakondamao camp
ShareTweetShareSend
Sanchar Live

Sanchar Live

Next Post
ବ୍ରହ୍ମପୁରରେ ମସଲା ଓ ଆଚାର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁରରେ ମସଲା ଓ ଆଚାର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.