Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଏନକାଉଣ୍ଟରରେ ଟଳିଲା ହାର୍ଡକୋର ମାଓବାଦୀ

Sanchar Live by Sanchar Live
February 4, 2025
in ଅପରାଧ
0
ଏନକାଉଣ୍ଟରରେ ଟଳିଲା ହାର୍ଡକୋର ମାଓବାଦୀ
0
SHARES
5
VIEWS
FacebookTwitter

ମାଲକାନଗିରି: ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ। ଜଣେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ହୋଇଛି । ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଉତ୍ତର ବସ୍ତର ମାଓ ସଙ୍ଗଠନର ଶତାଧିକ ମାଓବାଦୀ ଏବଂ ଅନେକ ଟପ କ୍ୟାଡ଼ର ମାଓବାଦୀଙ୍କ ଉପସ୍ଥିତ ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି କାଙ୍କେର SP । ନାରାୟଣପୁର ଏବଂ କାଙ୍କେର ଜିଲ୍ଲାର BSF ଓ DRG ଜବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି ।

ସୂଚନାଅନୁସାରେ ଗତ କିଛି ଦିନ ତଳେ ୧୪ ହାର୍ଡକୋର ମାଓବାଦୀ ଗିରଫ ହୋଇଥିଲେ । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ୧୪ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରାଯାଇଥିଲା । ଗିରଫ ମାଓବାଦୀଙ୍କ ମଧ୍ୟରୁ ୮ଜଣଙ୍କ ନାଁରେ ରହିଥିଲା ୩୬ ଲକ୍ଷ ଟଙ୍କାର ପୁରସ୍କାର । ସେମାନଙ୍କ ନିକଟରୁ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ସାମଗ୍ରୀ ଜବତ କରିଥିଲେ ସୁରକ୍ଷାକର୍ମୀ । ଅନେକ ମାଓ ହିଂସାକାଣ୍ଡରେ ଏମାନେ ସାମିଲ ଥିବା ଜଣା ପଡ଼ିଥିଲା ।

Tags: malkangirimao
ShareTweetShareSend
Sanchar Live

Sanchar Live

Next Post
ଟ୍ରେନ ୱାଗନରୁ ୧୨ ବୋମା ଜବତ

ଟ୍ରେନ ୱାଗନରୁ ୧୨ ବୋମା ଜବତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.