Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ମାନିଲା ବୋର୍ଡ

Sanchar Live by Sanchar Live
March 1, 2025
in ଓଡିଶା
0
ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ମାନିଲା ବୋର୍ଡ
0
SHARES
24
VIEWS
FacebookTwitter

ମାଟ୍ରିକ ବିଜ୍ଞାନପ୍ରଶ୍ନପତ୍ରର ଫିଜିକାଲ ଏଜୁକେସନ ପ୍ରଶ୍ନପତ୍ରରେ ସାଂଘାତିକ ତ୍ରୁଟି। ୨୫ ମାର୍କ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ମିଳିଥିଲା ୨୧ ମାର୍କର ପ୍ରଶ୍ନ। ସବଜେକଟିଭ ପ୍ରଶ୍ନରେ ୪ ମାର୍କର ପ୍ରଶ୍ନ ମୂଳରୁ ପ୍ରଶ୍ନପତ୍ରରେ ନାହିଁ। ଏକଥା ଖୋଦ୍ ଛାତ୍ରଛାତ୍ରୀ ଓ ଶିକ୍ଷକ କହୁଛନ୍ତି। ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି, ଏହା ମୁଦ୍ରଣଜନିତ ତ୍ରୁଟି। ରାଜ୍ୟର କିଛି ପରୀକ୍ଷା କେନ୍ଦ୍ରକୁ ଯାଇଥିବା ସବଜେକ୍ଟିଭ ସି-ସେଟ୍ ପ୍ରଶ୍ନ ପତ୍ରରେ ୪ ମାର୍କ ମିସ ପ୍ରିଣ୍ଟ ରହିଥିଲା। ମୂଲ୍ୟାୟନ ବେଳେ ଏହାକୁ ବୋର୍ଡ କମିଟି ନଜର ଦେବ। ଏହି ତ୍ରୁଟି ଦ୍ଵାରା ସେହି ସେଣ୍ଟର କୌଣସି ବିଦ୍ୟାର୍ଥୀଙ୍କ ଫଳ ପାଇବାରେ ଅସୁବିଧା ହେବନାହିଁ ବୋଲି ବୋର୍ଡ ଆଶ୍ବସ୍ତ କରିଛି । ୪ ମାର୍କ ଗ୍ରେସ ଦିଆଯିବ କି ନାହିଁ ସେ ନେଇ କଣ୍ଡକ୍ଟିଂ ବୋର୍ଡ ନିଷ୍ପତ୍ତି ନେବ । ହେଲେ ପ୍ରଶ୍ନପତ୍ର ଭାଇରାଲ ଖବରକୁ ଦୃଢ ଭାବେ ଖଣ୍ଡନ କରିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । … ଏ ସଂପର୍କରେ କିଛି ପରୀକ୍ଷାର୍ଥୀଙ୍କ ସହିତ କଥା ହୋଇଛନ୍ତି, ଆମ ପ୍ରତିନିଧି ଦିପେଶ ମହାପାତ୍ର।

Tags: educationMatric examodishascince
ShareTweetShareSend
Sanchar Live

Sanchar Live

Next Post
ମଣିପୁର ପ୍ରସଙ୍ଗରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ଉଚ୍ଚସ୍ତରୀୟ ବୈଠକ

ମଣିପୁର ପ୍ରସଙ୍ଗରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ଉଚ୍ଚସ୍ତରୀୟ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.