Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରକାଶ ପାଇଲ ମାଟ୍ରିକ ରେଜଲ୍ଟ; ଚଳିତ ବର୍ଷ ପାସ୍‌ ହାର ରହିଛି ୯୪.୯୩ ପ୍ରତିଶତ

Sanchar Live by Sanchar Live
May 2, 2025
in ଓଡିଶା
0
ପ୍ରକାଶ ପାଇଲ ମାଟ୍ରିକ ରେଜଲ୍ଟ; ଚଳିତ ବର୍ଷ ପାସ୍‌ ହାର ରହିଛି ୯୪.୯୩ ପ୍ରତିଶତ
0
SHARES
37
VIEWS
FacebookTwitter

ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି   ।

ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କ ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯାଇଛି।  ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କରି ପଠାଇଲେ ମଧ୍ଯ ପରୀକ୍ଷା ଫଳ ଜାଣିପାରିବେ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।

ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୩୦ ଜିଲ୍ଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିଲା । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା ।

Tags: matric resultodisha
ShareTweetShareSend
Sanchar Live

Sanchar Live

Next Post
୮ ବର୍ଷ ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ

୮ ବର୍ଷ ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.