Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେ ୨ ତାରିଖ ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

Sanchar Live by Sanchar Live
April 30, 2026
in ଓଡିଶା
0
ମେ ୨ ତାରିଖ ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
0
SHARES
36
VIEWS
FacebookTwitter

ମେ ୨ ତାରିଖ ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ପ୍ରେସ ରିଲିଜ ଜରିଆରେ ସୂଚନା ଦେଲା ବୋର୍ଡ କର୍ତ୍ତୃପକ୍ଷ । ଚଳିତ ବର୍ଷ ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହୋଇଥିଲା ମାଟ୍ରିକ ପରୀକ୍ଷା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ରାଜ୍ୟର ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ।

୨ ତାରିଖ ଅପରାହ୍ନ ୪ ଟାରେ ବୋର୍ଡ ମୁଖ୍ୟାଳୟରେ ପ୍ରକାଶିତ ହେବ ଫଳ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ସନ୍ଧ୍ୟା ୬ ଟାରୁ ଉପଲବ୍ଧ ହେବ ରେଜଲ୍ଟ । ମୋବାଇଲରେ ମେସେଜ କରି ରେଜଲ୍ଟ ଜାଣି ହେବ । ମୋବାଇଲରେ OR 10ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ପାଇପାରିବେ ରେଜଲ୍ଟ ।

Tags: Matric examodisha
ShareTweetShareSend
Sanchar Live

Sanchar Live

Next Post
କୁଣ୍ଡିଆ ଘା ପାଇଁ ଡାକ୍ତର ଲେଖିଲେ କାନ ଡ୍ରପ

କୁଣ୍ଡିଆ ଘା ପାଇଁ ଡାକ୍ତର ଲେଖିଲେ କାନ ଡ୍ରପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.