Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୟୂରଭଞ୍ଜ ଗଣଦୁଷ୍କର୍ମ ଘଟଣା: NHRCରେ ରୁଜୁ ହେଲା ମାମଲା

Sanchar Live by Sanchar Live
October 17, 2024
in ଓଡିଶା
0
ମୟୂରଭଞ୍ଜ ଗଣଦୁଷ୍କର୍ମ ଘଟଣା: NHRCରେ ରୁଜୁ ହେଲା ମାମଲା
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ମୟୂରଭଞ୍ଜରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା। ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ ରୁଜୁ ହେଲା ମାମଲା। ନ୍ଯାୟ ଲାଗି ପ୍ରାର୍ଥନା କରିଛନ୍ତି ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ। ଗତ ଅକ୍ଟୋବର ୧୫ରେ ମୟୂରଭଞ୍ଜର ମୋରଡା ଥାନା ଇଲାକାରେ ଜଣେ ୧୨ ବର୍ଷ ବୟସ୍କା ନାବାଳିକାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ସୂଚନା ମିଳିଥିଲା। ଏନେଇ ପୋଲିସ ମୋରଡା ପୋଲିସ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା। ମାତ୍ର ନାବାଳିକାଙ୍କୁ ନ୍ୟାୟ ଦେବା ଲାଗି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇନାହିଁ। ଏପରିକି ଜିଲ୍ଲା ଆଇନ ସେବା କର୍ତ୍ତୃପକ୍ଷ ବି ପୀଡିତାଙ୍କୁ ନ୍ୟାୟ ଦେଇନାହାନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେବା, ପୀଡ଼ିତାଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା ଲାଗି ରାଜ୍ଯ ମୁଖ୍ଯ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବା ସକାଶେ ଆୟୋଗଙ୍କ ନିକଟରେ ଆବେଦନ କରିଛନ୍ତି ଜୟନ୍ତ।

Tags: Mayurbhanja rape casenhrc
ShareTweetShareSend
Sanchar Live

Sanchar Live

Next Post
୪୬ ରନରେ ଅଲଆଉଟ ହେଲା ଭାରତ

୪୬ ରନରେ ଅଲଆଉଟ ହେଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.