Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

Sanchar Live by Sanchar Live
September 14, 2024
in ଓଡିଶା
0
ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାରେ ଆଜି ବନ୍ଦ ରହିବ ସମସ୍ତ ସ୍କୁଲ୍‌ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।  ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି, ସ୍କୁଲ ଓ କଲେଜ ବନ୍ଦଘୋଷଣା କରାଯାଇଛି ।

ଅନ୍ୟପଟେ ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପାଟୁଆଖଲି ନିକଟ ଦେଇ ଅବପାତଟି ଅତିକ୍ରମ କରିଛି। ୬ ଘଣ୍ଟା ହେଲା ୮ କିମି ବେଗରେ ଗତି କରୁଛି। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଦେଇ ଗତି କରିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ଗତକାଲି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଆଜି ଆହୁରି ବଢ଼ିବା ସମ୍ଭାବନା ରହିଛି। । କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି।

Tags: Mayurbhanjarainschool
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା ଯୋଜନା:ଆବେଦନ କଲେଣି ୫୦ ଲକ୍ଷ

ସୁଭଦ୍ରା ଯୋଜନା:ଆବେଦନ କଲେଣି ୫୦ ଲକ୍ଷ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.