Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

Sanchar Live by Sanchar Live
September 13, 2024
in ଓଡିଶା
0
ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜିଲ୍ଲାରେ ସମସ୍ତ ସ୍କୁଲ କଲେଜ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ ଜିଲ୍ଲା ସମେତ ଅନ୍ୟାନ୍ୟ ଉତ୍ତର ଓଡ଼ିଶାର ଜିଲ୍ଲା ପାଇଁ ଜାରି କରାଯାଇଥିବା ସମ୍ଭାବ୍ୟ ବର୍ଷା ଓ ବନ୍ୟା ସତର୍କତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା I ଜିଲ୍ଲାର ବଡ଼ସାହି, ବେତନଟି, ଖୁଣ୍ଟା, ରାସଗୋବିନ୍ଦପୁର, କପ୍ତିପଦା ଅଞ୍ଚଳରକୁ ସମ୍ବେଦନଶୀଳ ଘୋଷଣା କରାଯାଇଛି । ଏସବୁ ଅଞ୍ଚଳରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି ଶିମିଳିପାଳ ଅଞ୍ଚଳରେ ମଧ୍ୟ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Tags: Mayurbhanjaschool
ShareTweetShareSend
Sanchar Live

Sanchar Live

Next Post
ସମ୍ମମରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ

ସମ୍ମମରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.