Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୁଣ୍ଡିଆ ଘା ପାଇଁ ଡାକ୍ତର ଲେଖିଲେ କାନ ଡ୍ରପ

Sanchar Live by Sanchar Live
May 1, 2026
in ଓଡିଶା
0
କୁଣ୍ଡିଆ ଘା ପାଇଁ ଡାକ୍ତର ଲେଖିଲେ କାନ ଡ୍ରପ
0
SHARES
18
VIEWS
FacebookTwitter

କୁଣ୍ଡିଆ ଘା ପାଇଁ ଡାକ୍ତର ଲେଖିଲେ କାନ ଡ୍ରପ । ତାହା ପୁଣି ଏକ୍ସପାରୀ । ଉଦଳା ମେଡିକାଲ ନାଁରେ ସାଂଘାତିକ ଅଭିଯୋଗ ହୋଇଛି । ଅଭିଯୋଗ ଆଣିଛନ୍ତି ଉଦଳା ଥାନା ଖଲାଡି ଗାଁର ଲରେନ୍ସ ଖଣ୍ଡେଇ ।

ଲରେନ୍ସଙ୍କ ଦେହ କୁଣ୍ଡାଇ ହୋଇ ଘା ହେଉଥିବାରୁ ଚିକିତ୍ସା ନିମନ୍ତେ ଉଦଳା ମେଡିକାଲକୁ ଆସିଥିଲେ । ଉଦଳା ଡାକ୍ତରଖାନାରେ ଡାକ୍ତର ଦେଖାଇ ନିରାମୟରୁ ଔଷଧ ନେଇ ଘରକୁ ଫେରିଥିଲେ । ହେଲେ ରାତିରେ ଔଷଧ ଲଗାବା ବେଳେ ଲୋସନ ଏକ୍ସପାରୀ ହୋଇଯାଇଥିବା ଜାଣିବାକୁ ପାଇଥିଲେ । ଦିଆଯାଇଥିବା ଲୋସନ୨୦୨୫ ମସିହାରୁ ଏକ୍ସପାଏର ହୋଇଯାଇଥିଲା । ଏହା ସହିତ କୁଣ୍ଡିଆ ରୋଗ ନିମନ୍ତେ କ୍ଲଟ୍ରିମାଜଲ ଲୋସନ ବଦଳରେ ସେହି କମ୍ପୋଜିସନ ଥିବା କାନ ଡ୍ରପ ଦିଆଯାଇଥିବା ଅଭିଯୋଗ କରିଛନ୍ତି ଲରେନ୍ସ ।

ସେପଟେ ଏଭଳି ସାଙ୍ଘାତିକ ଅଭିଯୋଗ ବାବଦରେ ଏସଡିଏମଓଙ୍କୁ ପଚାରିବାରୁ ଉକ୍ତ ମେଡ଼ିସିନ ପ୍ରେସକ୍ରିପସନରେ ଲେଖା ନାହିଁ ଏବଂ ତାହା ଉଦଳା ମେଡିକାଲର ନୁହେଁ ବୋଲି କହି ଦୋଷ ଖସାଇ ଦେଇଛନ୍ତି । ପ୍ରଶ୍ନ ଉଠୁଛି କିଏ କହୁଛି ସତ । ଏସଡିଏମଓ ନା ରୋଗୀ । କର୍ମଚାରୀଙ୍କ ଅବହେଳାକୁ ଲୁଚାଇବାକୁ ଚେଷ୍ଟା କରୁ ନାହାନ୍ତି ତ ମେଡିକାଲ ଅଧିକାରୀ ? ଏହା ତଦନ୍ତ ସାପେକ୍ଷ ।

Tags: medicaludala
ShareTweetShareSend
Sanchar Live

Sanchar Live

Next Post
ଏଣିକି ଓଡ଼ିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍

ଏଣିକି ଓଡ଼ିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.