Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ

Sanchar Live by Sanchar Live
March 18, 2025
in ଓଡିଶା
0
ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ
0
SHARES
28
VIEWS
FacebookTwitter

ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ।

ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ । କେଉଁଠୁ କେଉଁ ପର୍ଯ୍ୟନ୍ତ ଗଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ସେ ନେଇ କମିଟି ତର୍ଜମା କରୁଛି । ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ଖୁବ ଶୀଘ୍ର ହେବ ନୂଆ DPR । ମେଟ୍ରୋ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପ ବଦ୍ଧ । ପୂର୍ବ DPR କୁ ନେଇ ତର୍ଜମା କରୁଛି ଉଚ୍ଚ ସ୍ତରୀୟ କମିଟି। ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତା ତିନିଥାକିଆ ହେବ । ଉପରେ ମେଟ୍ରୋ ଓ ତଳେ ଗାଡି ଯାତାୟତ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

ଏହାସହ ସେ କହିଛନ୍ତି, ରାଜ୍ୟରେ ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପୂର୍ବରୁ ମେଟ୍ରୋ ଯିବା ନେଇ ପ୍ଲାନ କରାଯାଇଥିଲା । ହେଲେ ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ ? କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି । କମିଟି ଅନୁଧ୍ୟାନ କରୁଛି ଏବଂ ଏହାର ପରିଧିକୁ ବିସ୍ତୃତ କରାଯିବ ଏବଂ ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଇଏ ଲୋକଙ୍କ ସରକାର । ଲୋକଙ୍କର ଯାହା ଆବଶ୍ୟକତା ତାହା କରାଯିବ ।

ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି ।  ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି ।  ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।  ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟର ଏହି ମେଟ୍ରୋ ରେଳ ଚଳାଚଳ କରିବ । ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ ।

Tags: cuttackmetroodisha
ShareTweetShareSend
Sanchar Live

Sanchar Live

Next Post
ବଢୁଛି ସୁନା ଦାମ, ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ରେଟ

୯୦ ହଜାର ଛୁଇଁଲା ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.