Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜି ରାଜସ୍ଥାନକୁ ଭେଟିବ ମୁମ୍ବାଇ

Sanchar Live by Sanchar Live
April 7, 2026
in କ୍ରୀଡ଼ା
0
ଆଜି ରାଜସ୍ଥାନକୁ ଭେଟିବ ମୁମ୍ବାଇ
0
SHARES
12
VIEWS
FacebookTwitter

ଚଳିତ ଆଇପିଏଲ୍‌ରେ ୧୩ତମ ଲିଗ୍ ମ୍ୟାଚରେ ଆଜି ରାଜସ୍ଥାନ ତା’ର ଦ୍ୱିତୀୟ ଘରୋଇ ଗ୍ରାଉଣ୍ଡ୍‌ରେ ୫ଥର ଚାମ୍ପିଅନ୍ ମୁମ୍ବାଇକୁ ଭେଟିବ । ମୁମ୍ବାଇ ବିଜୟ ଧାରାକୁ ଫେରିବାକୁ ତତ୍ପର ଥିବା ବେଳେ ରାଜସ୍ଥାନ ପୁଣି ଥରେ ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ଦଖଲ କରିବାକୁ ବ୍ୟଗ୍ର । ଫଳରେ ମ୍ୟାଚ ସଂଘର୍ଷପୂର୍ଣ୍ଣ ହେବା ନିଶ୍ଚିତ । ଏହି ମ୍ୟାଚକୁ ନେଇ ନୂଆ ଉତ୍ସାହ ସାଜିଛନ୍ତି ବୈଭବ ସୂର୍ଯ୍ୟବଂଶୀ । ସମ୍ପ୍ରତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା ବ୍ୟାଟିଂ ବିସ୍ମୟ ବୈଭବ ଆଜି ବିଶ୍ୱର ଶ୍ରେଷ୍ଠ ପେସ୍ ବୋଲର ଯଶପ୍ରୀତ ବୁମରାଙ୍କୁ ଭେଟିବେ । ଉଭୟ ପୂର୍ବରୁ କେବେ ସାମ୍ନା ସାମ୍ନି ହୋଇ ନଥିବାରୁ ଏହି ଲଢ଼େଇ ଦେଖିବା ପାଇଁ ଦର୍ଶକ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ।

ପୂର୍ବ ରେକର୍ଡକୁ ବିଚାରକୁ ନେଲେ ଏହି ମ୍ୟାଚର ପୂର୍ବାନୁମାନ କରିବା କଷ୍ଟକର । ଉଭୟ ଦଳ ପରସ୍ପରକୁ ୩୧ଥର ଭେଟିଛନ୍ତି । ଏଥିରୁ ମୁମ୍ବାଇ ୧୬ଟି ମ୍ୟାଚ ଜିତିଥିବାବେଳେ ରାଜସ୍ଥାନ ୧୪ଟିରେ ବିଜୟୀ ହୋଇଛି । ଗତ ସିଜନରେ ଉଭୟ ଦଳ ଥରେ ମାତ୍ର ସାମ୍ନା ସାମ୍ନି ହୋଇଥିଲା । ମୁମ୍ବାଇ ଉକ୍ତ ମ୍ୟାଚ ଜିତିଥିଲା । ମାତ୍ର ୨୦୨୪ରେ ରାଜସ୍ଥାନ ମୁମ୍ବାଇକୁ ୨ଥର ପରାଜିତ କରିଥିଲା ।

ଗତ ଶନିବାର ଅନୁଷ୍ଠିତ ଦିଲ୍ଲୀ ବିପକ୍ଷ ମ୍ୟାଚ ଖେଳି ନଥିବା ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସୁସ୍ଥ ହୋଇ ସାରିଥିବାରୁ ଆଜି ଏକାଦଶକୁ ପ୍ରତ୍ୟାବର୍ତ୍ତନ କରିବେ । ଫଳରେ ଦୀପକ ଚହର ଏକାଦଶରୁ ବାଦ ପଡ଼ିବେ । ସେହିପରି କର୍ବିନ ବସ୍କଙ୍କ ସ୍ଥାନରେ ଟ୍ରେଣ୍ଟ ବୋଲ୍ଟ ଫେରିବେ । ରାଜସ୍ଥାନ ପ୍ରଥମ ଦୁଇଟି ଯାକ ମ୍ୟାଚ ଜିତି ସାରିଥିବାରୁ ଆଜି ବିଜୟ ଏକାଦଶକୁ ଅପରିବର୍ତ୍ତିତ ରଖିବା ଏକ ପ୍ରକାର ନିଶ୍ଚିତ ।

Tags: cricket newsIPL 2026Mi vs rr
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କଣ ରହିଛି ସୁନା ଦର

ଜାଣନ୍ତୁ ଆଜି କଣ ରହିଛି ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.