Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି

Sanchar Live by Sanchar Live
November 30, 2024
in ଓଡିଶା
0
ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି

Oplus_131072

0
SHARES
3
VIEWS
FacebookTwitter

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି । ପ୍ରଧାନମନ୍ତ୍ରୀ ପୋଷଣ ସ୍କିମରେ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଯେଉଁଥିରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୮ ଟଙ୍କା ୮୨ ପଇସା ଥିଲା। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।

ShareTweetShareSend
Sanchar Live

Sanchar Live

Next Post
ବଜାରରେ ପର୍ୟ୍ୟାପ୍ତ ପରିମାଣରେ ଆଳୁ ଅଛି: ଖାଦ୍ୟ ଯୋଗାଣ ମନ୍ତ୍ରୀ

ବଜାରରେ ପର୍ୟ୍ୟାପ୍ତ ପରିମାଣରେ ଆଳୁ ଅଛି: ଖାଦ୍ୟ ଯୋଗାଣ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.