Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏମକେସିଜି ମେଡିକାଲ କଲେଜରେ ରାଗିଂ ଘଟଣା : ୫ ଜଣ ଛାତ୍ରଙ୍କୁ ୬ ମାସ କ୍ୟାମ୍ପସ୍ ବ୍ୟାନ୍

Sanchar Live by Sanchar Live
October 30, 2024
in ଓଡିଶା
0
ଏମକେସିଜି ମେଡିକାଲ କଲେଜରେ ରାଗିଂ ଘଟଣା : ୫ ଜଣ ଛାତ୍ରଙ୍କୁ ୬ ମାସ କ୍ୟାମ୍ପସ୍ ବ୍ୟାନ୍
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଏମକେସିଜି ମେଡିକାଲ କଲେଜରେ ରାଗିଂ ଘଟଣା । ରାଗିଂ କରିଥିବା ୫ ଜଣ ଚତୁର୍ଥ ବର୍ଷର ଛାତ୍ରଙ୍କୁ ୬ ମାସ ପର୍ଯ୍ୟନ୍ତ କଲେଜ କ୍ୟାମ୍ପସ ବ୍ଯାନ କରାଯାଇଛି । ୫ ଜଣ ଚତୁର୍ଥ ବର୍ଷର ଛାତ୍ରମାନେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ଭାବେ ନିର୍ଯାତନା ଦେଇଥିଲେ । ଦୁଇ ଘଣ୍ଟା ଧରି ଆଣ୍ଟି ରାଗିଂ କମିଟିର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ପୋଲିସରେ ମଧ୍ୟ ଲିଖିତ ଅଭିଯୋଗ ଦିଆଯିବ । ଲିଖିତ ଅଭିଯୋଗ ପ୍ରକାରେ ତଦନ୍ତ କରି ପୋଲିସ ମଧ୍ୟ ୫ ଜଣ ଛାତ୍ରଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ । ରାଗିଂ ହୋଇଥିବା ନେଇ ଜଣେ ଦ୍ବିତୀୟ ବର୍ଷର ଛାତ୍ର ଓ ତାଙ୍କ ଅଭିଭାବକ ଗତ ଦୁଇ ଦିନ ପୂର୍ବରୁ ମେଡିକାଲ ଡିନକୁ ଲିଖିତ ଅଭିଯୋଗ ଦେଇଥିଲେ । ଆଉ ଦୁଇ ଜଣ ମଧ୍ୟ ଏନଏମସି ନିକଟରେ ରାଗିଂ ହୋଇଥିବା ଅଭିଯୋଗ କରିଥିଲେ । ଏନଏମସି ନିକଟରେ ହୋଇଥିବା ଅଭିଯୋଗର ମଧ୍ୟ ତଦନ୍ତ କରାଯାଇ ଖୁବଶୀଘ୍ର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଡିନ ଡା ସୁଚିତ୍ରା ଦାସ ସୂଚନା ଦେଇଛନ୍ତି ।

Tags: berhumpurmkcg
ShareTweetShareSend
Sanchar Live

Sanchar Live

Next Post
୨୦୩୬ରେ ଗଠନ ହେବ ସମୃଦ୍ଧ ଓଡ଼ିଶା: ୱେବପୋର୍ଟାଲ ଉନ୍ମୋଚିତ, ପରାମର୍ଶ ଲୋଡ଼ିଲେ ସରକାର

୨୦୩୬ରେ ଗଠନ ହେବ ସମୃଦ୍ଧ ଓଡ଼ିଶା: ୱେବପୋର୍ଟାଲ ଉନ୍ମୋଚିତ, ପରାମର୍ଶ ଲୋଡ଼ିଲେ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.