Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ସୋମବାର ସ୍କୁଲ ଛୁଟି

Sanchar Live by Sanchar Live
September 4, 2024
in ଓଡିଶା
0
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ସୋମବାର ସ୍କୁଲ ଛୁଟି
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ଆସନ୍ତା ସୋମବାର (ସେପ୍ଟେମ୍ବର ୯ ତାରିଖ) ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିବାକୁ ଆଜି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ଗତ ଅଗଷ୍ଟ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଥିଲେ। ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଛି। ତେବେ ସେହିଦିନ ରବିବାର। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖକୁ ଅର୍ଥାତ୍ ଆସନ୍ତା ସୋମବାରକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ନିର୍ଦ୍ଦେଶରେ କହିଥିଲେ।

Tags: holidaynua khaiodisha
ShareTweetShareSend
Sanchar Live

Sanchar Live

Next Post
ନଭେମ୍ବର ୧୫ରୁ ବାଲିଯାତ୍ରା

ନଭେମ୍ବର ୧୫ରୁ ବାଲିଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.