Sunday, September 27, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କଲେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
May 13, 2026
in ଭାରତ
0
ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କଲେ ପ୍ରଧାନମନ୍ତ୍ରୀ
0
SHARES
14
VIEWS
FacebookTwitter

ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନିଜ ତରଫରୁ ସମସ୍ତଙ୍କୁ ଉଦାହରଣ ଦେଇଛନ୍ତି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ ନିଜେ ବ୍ୟବହାର କରୁଥିବା କନଭୟ ବା ସୁରକ୍ଷା ଯାନବାହାନ ସଂଖ୍ୟା ଯଥେଷ୍ଟ ସୀମିତ କରିଦେଇଛନ୍ତି । ନିଜ ସୁରକ୍ଷାରେ ନିୟୋଜିତ ଗାଡ଼ିକୁ ୫୦ ପ୍ରତିଶତ ହ୍ରାସ କରିଛନ୍ତି ପ୍ରଧାନମନ୍ତ୍ରୀ ।

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ବରେ ତୈଳ ସଂକଟ ଜାରି ରହିଛି । ହର୍ମୁଜ୍ ପ୍ରଣାଳୀ ଦେଇ କ୍ରମାଗତ ଭାବେ ତୈଳ ଜାହାଜ ଆସୁନାହିଁ । ତୈଳ ସଂକଟ ଦେଖାଦେବା ପୂର୍ବରୁ ଦେଶବାସୀଙ୍କୁ ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର କମ୍ କରିବା, ଘରେ ରହି ଅଫିସ୍ କାମ କରିବା ଏବଂ ଅନାବଶ୍ୟକ ବିଦେଶ ଯାତ୍ରା ଏଡାଇବା ପାଇଁ ଅନୁରୋଧ କରିଥିଲେ । ତେବେ ଏହାକୁ ନିଜେ ମଧ୍ୟ କାର୍ଯ୍ୟକାରୀ କରିଛନ୍ତି । ନିଜ କାରକେଡକୁ କମ୍ କରିଛନ୍ତି ପିଏମ୍ ମୋଦି ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷାରେ କୌଣସି ଅବହେଳା କରାଯାଇନାହିଁ । ପ୍ରୋଟୋକଲ ଏବଂ SPG ନିର୍ଦ୍ଦେଶାବଳୀ ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥାକୁ ପୂର୍ବ ଭଳି କଡ଼ାକଡ଼ି ବଜାୟ ରଖି କେବଳ ଯାନବାହାନ ସଂଖ୍ୟାକୁ ହ୍ରାସ କରାଯାଇଛି । ସେହିପରି ଅମିତ ଶାହ, ୟୁପି ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ କାଫିଲାରେ ବ୍ୟବହାର ହେଉଥିବା ଗାଡି ସଂଖ୍ୟାକୁ ହ୍ରାସ କରିଛନ୍ତି । ସେମାନଙ୍କ କାରକେଡରେ ସାମିଲ ହେଉଥିବା ଗାଡ଼ି ସଂଖ୍ୟା ପ୍ରାୟ ୫୦ ପ୍ରତିଶତ କମ୍ କରିଦିଆଯାଇଛି ।

ମୋଦି ଦେଶବାସୀଙ୍କୁ ବିଦେଶ ଯାତ୍ରା ଏଡାଇବା, ସୁନା ନ କିଣିବା ଏବଂ ଇନ୍ଧନ ବ୍ୟବହାର ହ୍ରାସ କରିବା ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଥିଲେ । ଏପରିକି ବର୍ଷକ ଯାଏଁ ସୁନା କିଣିବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଥିଲେ ।

Tags: carcadenarendramodi
ShareTweetShareSend
Sanchar Live

Sanchar Live

Next Post
ପ୍ରକାଶ ପାଇଲା CBSE ଦ୍ଵାଦଶ ରେଜଲ୍ଟ

ପ୍ରକାଶ ପାଇଲା CBSE ଦ୍ଵାଦଶ ରେଜଲ୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପଶ୍ଚିମ ନେପାଳରେ ତିବ୍ବତ ସୀମାରେ ଭୟଙ୍କର ହିମସ୍ଖଳନ
  • ଗୁଳିମାଡ଼ରେ ଥରିଲା ଦକ୍ଷିଣ ଆଫ୍ରିକା, ୧୭ ମୃତ
  • ରବିବାର ସତ୍ତ୍ୱେ ବ୍ୟାଙ୍କଗୁଡ଼ିକ ଖୋଲା, ଶୀଘ୍ର ସାରନ୍ତୁ କାମ
  • ଆଜି ପବିତ୍ର ଆଶ୍ୱିନ ମାସର କୃଷ୍ଣପକ୍ଷ ପ୍ରତିପଦା ତିଥି
  • ପାରାସିଟାମଲ ବଦଳରେ ଡାଇବେଟିସ୍ ଔଷଧ, ICUରେ ୫ ପିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.