Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
December 16, 2024
in ଓଡିଶା
0
Oplus_131072

Oplus_131072

0
SHARES
7
VIEWS
Facebook
Twitter

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026

ସଂଚାର ବ୍ୟୁରୋ: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ। ଜାନୁଆରୀ ୮, ୯ ଓ ୧୦ରେ ପ୍ରବାସୀ ଭାରତୀୟ ଦିବସ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଆସିବେ । ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌। ଏହି ଦୁଇଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ ବୋଲି କଟକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Tags: narendra modiodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.