Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Sanchar Live by Sanchar Live
September 19, 2024
in ଓଡିଶା
0
ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
0
SHARES
5
VIEWS
FacebookTwitter

ବିଜେପି ସରକାରଙ୍କ ୧୦୦ ଦିନର ସଫଳତା ନେଇ ଗୁରୁବାର ଶରଧାବାଲିରେ ହେବାକୁ ଯାଉଛି ବିଶାଳ ସମାବେଶ ଓ ପ୍ରଦର୍ଶନୀ । ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ସମାବେଶକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ବିଜେପିର ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ପ୍ରାୟ ସମସ୍ତ ବିଧାୟକ, ସାଂସଦ, ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ପ୍ରତି ନିର୍ବାଚନମଣ୍ଡଳୀରୁ ୨ ହଜାର ନେତା ଓ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସୁଛନ୍ତି । ପ୍ରାୟ ୩୦ ହଜାର ଦଳୀୟ ନେତା ଓ କର୍ମୀ ଏଥିରେ ସାମିଲ ହେବେ । ଏହାକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ପ୍ରାୟ ୧୨ ଶହରୁ ଅଧିକ ପୁଲିସ ଫୋର୍ସଙ୍କ ସମେତ ପୁଲିସ ଅଧିକାରୀଙ୍କୁ ମୁତୟନ କରାଯିବାକୁ ପ୍ରସ୍ତୁତି ହୋଇଛି ।

ଗୁରୁବାର ଦିନ ପ୍ରାୟ ୧୧ଟାରେ ସଭା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ଦିନ ପ୍ରାୟ ୧୨ଟା ବେଳେ ଏଥିରେ ଯୋଗଦେବେ । ପରେ ଦିନ ପ୍ରାୟ ୧ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏଠାରୁ ସେ ନୀଳାଚଳ ଅର୍ବାନ ହାଟକୁ ଯାଇ ଏକ ପ୍ରଦର୍ଶନୀକୁ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

Tags: mohan majhipuri
ShareTweetShareSend
Sanchar Live

Sanchar Live

Next Post
ମୂର୍ତ୍ତି ଭସାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରା ମାଡ଼, ଉଭୟ ପକ୍ଷର ୩ ଆହତ

ମୂର୍ତ୍ତି ଭସାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରା ମାଡ଼, ଉଭୟ ପକ୍ଷର ୩ ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.