Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

Sanchar Live by Sanchar Live
December 30, 2024
in ଓଡିଶା
0
ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
0
SHARES
11
VIEWS
FacebookTwitter

ସଚାର ବ୍ୟୁରୋ: ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉଭୟ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ ସୂଚନା ଦେଇ କହିଛି ଯେ, ଆସନ୍ତା ଇଂରାଜୀ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କୌଣସି ଉତ୍ସବ ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସେହିପରି ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନି ହୋଇଛି । ତେଣୁ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ପାଇଁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ଏହି ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁସାରେ କୌଣସି ପ୍ରକାରର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ତେଣୁ ନବବର୍ଷରେ ତାଙ୍କ ନିକଟକୁ କୌଣସି ପ୍ରକାରର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନନେଇ ଆସିବାକୁ ଶ୍ରୀମତୀ ପରିଡ଼ା ଅନୁରୋଧ କରିଛନ୍ତି।

Tags: happy new yearmohanmajhiodisha
ShareTweetShareSend
Sanchar Live

Sanchar Live

Next Post
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ

ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.