Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
May 9, 2025
in ଓଡିଶା
0
ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ବଙ୍ଗୋପସାଗର ପଟୁ ରହିଛି ଓଡ଼ିଶାକୁ ଆକ୍ରମଣ ଆଶଙ୍କା । ତେବେ ରାଜ୍ୟବାସୀଙ୍କୁ ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଥିବା କେନ୍ଦ୍ରୀୟ ସଂସ୍ଥାର ସୁରକ୍ଷା ବଢ଼ାଯାଇଛି । ଚାନ୍ଦିପୁର, ଶ୍ରୀମନ୍ଦିର, ଚିଲିକା INSରେ ସୁରକ୍ଷା ବଢିଛି । ବଙ୍ଗୋପସାଗର ପଟରୁ ଆକ୍ରମଣ ଆଶଙ୍କା ରହିଛି । ଆମେ ସେଥିପାଇଁ ସଜାଗ ରହିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ଖୋଲା ଯାଇଛି । ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ର ଛାତ୍ରୀଙ୍କୁ ଦିଲ୍ଲୀ ଅଣାଯାଉଛି। ଭୟଭୀତ ହେବାର କୌଣସି ପ୍ରଶ୍ନ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Tags: india pakistanmohan majhiwar
ShareTweetShareSend
Sanchar Live

Sanchar Live

Next Post
ଜମ୍ମୁରୁ ଫେରୁଛନ୍ତି ଓଡ଼ିଆ ଛାତ୍ର; ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ସରକାର ଖୋଲିଲେ ୨୪ ଘଣ୍ଟିଆ କଂଟ୍ରୋଲ ରୁମ

ଜମ୍ମୁରୁ ଫେରୁଛନ୍ତି ଓଡ଼ିଆ ଛାତ୍ର; ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ସରକାର ଖୋଲିଲେ ୨୪ ଘଣ୍ଟିଆ କଂଟ୍ରୋଲ ରୁମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.