Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହରିଆଣା ଏବଂ ମୁମ୍ବାଇ ଗସ୍ତ

Sanchar Live by Sanchar Live
October 16, 2024
in ଓଡିଶା
0
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରିବେ । ୧୭ ତାରିଖରେ ଚଣ୍ଡିଗଡ଼ରେ ନବଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ । ସେହିଦିନ ଅପରାହ୍ନରେ ଚଣ୍ଡିଗଡ଼ରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଶ୍ରୀ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଚଣ୍ଡିଗଡ଼ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁମ୍ବାଇ ଯାଇ ୧୮ ତାରିଖରେ ଇଣ୍ଡିଆନ କେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ । ୧୮ ତାରିଖ ଅପରାହ୍ନ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇରେ ଆଗାମୀ ମେକ୍‌ ଇନ୍‌ ଓଡ଼ିଶା ପାଇଁ ନିବେଶକ ସମ୍ମିଳନୀରେ ଯୋଗଦେବେ । ବିଶିଷ୍ଟ ନିବେଶକମାନଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ ୨୦୨୫ ଆୟୋଜିତ ହେବ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ ।

Tags: cm mohan majhihariyana
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ

ଆଜି ୪ ଘଣ୍ଟା ବନ୍ଦ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.