Monday, September 14, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
April 20, 2026
in ଓଡିଶା
0
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
0
SHARES
30
VIEWS
FacebookTwitter

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅକ୍ଷିମୁଠି ଅନୁକୂଳ କରିଛନ୍ତି । ପୂଜାର୍ଚ୍ଚନା ଓ ହୋମଯଜ୍ଞ ପରେ ଅନୁକୂଳ କରିଛନ୍ତି ଅଖିମୁଠି । ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ବି ଅଖିମୁଠି ଅନୁକୂଳ କଲେ । ଏହି ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ । ଯୋଗ୍ୟ ଚାଷୀଙ୍କୁ ସିଏମ୍ କିଷାନ ଖରିଫ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

ତେବେ ଚାଷୀ ଓ ଚାଷ ପାଇଁ ଆଜିର ଦିନର ଗୁରୁତ୍ୱ ଅନେକ। ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ। ବୈଶାଖ ମାସ ତୃତୀୟା ଅବସରରେ ଚାଷୀ ପରିବାର ଲୋକେ ସକାଳୁ ଘର୍ କୁ ଚିତା ଓ ଝୋଟି ପକାଇ ସଜାଇ ଦିଅନ୍ତି । ଚାଷୀ ପୁଅ ଗାଧୋଇ ନୂଆ ଲୁଗା ପିନ୍ଧି ପୂଜାର୍ଚ୍ଚନା କରେ । ପରେ ଏକ ବେତରେ ତିଆରି ଟୋକେଇରେ ବିହନକୁ ପୂଜା କରି ଲଙ୍ଗଳ ନେଇ ବିଲକୁ ଯାଆନ୍ତି। ସେଠାରେ ମାଙ୍କୁ ଆରାଧନା କରି ହଳ କରିବା ପରେ ବିହନ ବୁଣି ଚାଷ ପାଇଁ ଅନୁକୂଳ କରିଥାନ୍ତି ।

Tags: akhyatrutiyamohanmajhi
ShareTweetShareSend
Sanchar Live

Sanchar Live

Next Post
ଆଜି ମିଳିବ ସିଏମ୍‌ କିଷାନ ଟଙ୍କା

ଆଜି ମିଳିବ ସିଏମ୍‌ କିଷାନ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.