Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହିଳାଙ୍କ ଉପରେ ଅତ୍ଯାଚାର ନେଇ ଆସିବ ଶ୍ବେତପତ୍ର : ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 3, 2025
in ଓଡିଶା
0
ମହିଳାଙ୍କ ଉପରେ ଅତ୍ଯାଚାର ନେଇ ଆସିବ ଶ୍ବେତପତ୍ର : ମୁଖ୍ୟମନ୍ତ୍ରୀ
0
SHARES
11
VIEWS
FacebookTwitter

ଭୁବନେଶ୍ୱର:  ମହିଳାଙ୍କ ଉପରେ ଅତ୍ଯାଚାର ନେଇ ଆସିବ ଶ୍ବେତପତ୍ର । ନାରୀ ନିର୍ଯାତନା ନେଇ ଆକ୍ସନ ମୋଡ଼ରେ ସରକାର । ମହିଳାଙ୍କ ବିରୋଧୀ ଅପରାଧ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁମାନେ ଅପରାଧ ଘଟାଉଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଅଭିଯୁକ୍ତଙ୍କୁ ଜେଲ ପଠାଯାଉଛି । ଯେତେ ମାମଲା ଆସୁଛି ତ୍ୱରିତ ଭାବେ ସରକାର ଆକ୍ସନ ନେଉଛନ୍ତି ।

କୋର୍ଟ ବିଚାର କରିବେ ଦଣ୍ଡ ବିଧାନ କରିବେ । ଏହା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ଅତ୍ୟାଚାର ନେଇ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲା । ଭିତ୍ତିହୀନ ଅଭିଯୋଗ କଲେ ଲାଭ କଣ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଧାନସଭାର ଶୂନ୍ୟକାଳ କିମ୍ବା ମୁଲତବୀ ନୋଟିସ ଦେଇ ଆଲୋଚନା କରିପାରିବେ ବୋଲି ସେ କହିଛନ୍ତି । ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ  ମୋହନ ମାଝୀ ।

Tags: mohanmajhiodisha
ShareTweetShareSend
Sanchar Live

Sanchar Live

Next Post
ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଲଞ୍ଚ ହେବ ସ୍ୱତନ୍ତ୍ର ଆପ୍: ପୁରୀ ଜିଲ୍ଲାପାଳ

ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଲଞ୍ଚ ହେବ ସ୍ୱତନ୍ତ୍ର ଆପ୍: ପୁରୀ ଜିଲ୍ଲାପାଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.