Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ, ୪୬ ଲକ୍ଷ ଯାତ୍ରୀଙ୍କ ଯାତାୟତ ପାଇଁ ସୁବିଧା ପ୍ରଦାନ

Sanchar Live by Sanchar Live
May 6, 2025
in ଓଡିଶା
0
ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ, ୪୬ ଲକ୍ଷ ଯାତ୍ରୀଙ୍କ ଯାତାୟତ ପାଇଁ ସୁବିଧା ପ୍ରଦାନ
0
SHARES
18
VIEWS
FacebookTwitter

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସୂଚନାଯୋଗ୍ୟ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫୬୩୧ କୋଟି ଟଙ୍କା ମୂଲ୍ୟରେ ୧୧୬୪ ଏକର ଜମିରେ ବିକଶିତ ହେବ । ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି  ।

Tags: air portmohanmajhipuri
ShareTweetShareSend
Sanchar Live

Sanchar Live

Next Post
କେନ୍ଦୁଝରରେ ଆରମ୍ଭ ହେଲା ଟ୍ରୋମା କେୟାର ସେଣ୍ଟର ଓ ଆଇପିଡି ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରରେ ଆରମ୍ଭ ହେଲା ଟ୍ରୋମା କେୟାର ସେଣ୍ଟର ଓ ଆଇପିଡି ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.