Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 28, 2025
in ଓଡିଶା
0
ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
0
SHARES
73
VIEWS
FacebookTwitter

ଭୁବନେଶ୍ୱର : ଅଫେରା ରାଇଜରେ ଓଲିଉଡର ଅପ୍ରତିଦ୍ବନ୍ଦ୍ବୀ ମହାନାୟକ । ଭୁବନେଶ୍ବର ବରମୁଣ୍ଡା ସ୍ଥିତ ଜଗନ୍ନାଥ ବିହାର ବାସଭବନରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ ପାଇଁ ଲାଗିଛି ଭିଡ଼ । ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ । ଏହାରି ଭିତରେ ବାସଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରିବାରଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।

ସେହିପରି ଅନ୍ତିମ ଦର୍ଶନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଓଲିଉଡ଼ ସହ ଜଡିତ ବ୍ୟକ୍ତିବିଶେଷମାନେ ପହଂଚିଥିବାବେଳେ ଏଠାରୁ ଶେଷ ଦର୍ଶନ ପରେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ଅପରାହ୍ନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି ।

ଦିଲ୍ଲୀ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଉତ୍ତମ ମହାନ୍ତି ଗତକାଲି ରାତିରେ ଆଖି ବୁଜିଥିଲେ ।  ଏହାପରେ ଆଜି ଦିଲ୍ଲୀରୁ ବିମାନ ଯୋଗେ ମରଶରୀରକୁ ଭୁବନେଶ୍ବର ଅଣାଯାଇଛି । ବିମାନବନ୍ଦରରେ ପହଞ୍ଚିବା ପରେ ବରମୁଣ୍ଡା ଜଗନ୍ନାଥବିହାର ସ୍ଥିତ ବାସଭବନକୁ ନିଆଯାଇଥିଲା ।  ଏବେ ତାଙ୍କ ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ଼ ଲାଗିଛି । ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ୬୭ ବର୍ଷ ବୟସରେ ଚିରବିଦାୟ ନେଇଛନ୍ତି ଉତ୍ତମ । ସେ ଲିଭର ସିରୋସିସରେ ଆକ୍ରାନ୍ତ ଥିଲେ ।  ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

Tags: mohanmajhiodishaUttammohanty
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଆଜିଠୁ ବଢିଲା ତାତି

ରାଜ୍ୟରେ ଆଜିଠୁ ବଢିଲା ତାତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.