Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 31, 2025
in ଓଡିଶା
0
ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
12
VIEWS
FacebookTwitter

ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ରାଜକିଶୋର ମୁଣ୍ଡାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତ ରାଜକିଶୋର ମୁଣ୍ଡା ଅରୁଣାଚଳ ପ୍ରଦେଶର ତାୱାଙ୍ଗ ଠାରେ କର୍ତ୍ତବ୍ୟରତ ଥିବା ବେଳେ ଗତ ୨୯ ତାରିଖରେ ସହିଦ ହୋଇଯାଇଛନ୍ତି ।

ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ ଗ୍ରାମର ବିହାର ରେଜିମେଣ୍ଟର ଷଷ୍ଠ ବାଟାଲିୟନରେ ହାବିଲଦାର ଭାବେ କାର୍ଯ୍ୟରତ ଥିବା ରାଜକିଶୋର ମୁଣ୍ଡା ସହିଦ ହୋଇଛନ୍ତି । ତାଙ୍କ ଦେହାନ୍ତରେ ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ରାଜକିଶୋରଙ୍କ ଅମର ଆତ୍ମାର ସଦଗତି କାମନା କରୁଛି । ତାଙ୍କ ପରିବାରକୁ ସମବେଦନା ଜଣାଉଛି । ରାଜକିଶୋରଙ୍କ ଘର ମୋ ନିଜ ନିର୍ବାଚନ ମଣ୍ଡଳୀରେ । ମୁଁ ତାଙ୍କ ପରିବାରକୁ ଭଲ ଭାବେ ଜାଣିଛି । ରାଜକିଶୋର ମୁଣ୍ଡା ଅତ୍ୟନ୍ତ ଶାନ୍ତ ଏବଂ ସରଳ ସ୍ଵାଭବର ଥିଲେ । ଦେଶ ସେବା କାମରେ ନିୟୋଜିତ ଥିଲେ । ଏଭଳି ଜଣେ ଯବାନଙ୍କୁ ଦେଶ ହରେଇଛି । ଏହା ଦେଶ ପାଇଁ ବହୁତ ବଡ କ୍ଷତି। ତାଙ୍କ ପରିବାରକୁ ସମବେଦନା ଜଣାଉଛି।

Tags: bhubaneswarmohan majhiRajkishore munda
ShareTweetShareSend
Sanchar Live

Sanchar Live

Next Post
ପୁଣି କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କଲେ ଆନ୍ଧ୍ର ଅଧିକାରୀ

ପୁଣି କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କଲେ ଆନ୍ଧ୍ର ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.