Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
May 5, 2025
in ଓଡିଶା
0
ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
12
VIEWS
FacebookTwitter

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ୫ ଓ ୬ ତାରିଖ ଅର୍ଥାତ ଆଜି ଓ ଆସନ୍ତାକାଲି ଗସ୍ତ କାର୍ଯ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ପାଳନ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ । କୁସୁମିତା ଗ୍ରାମରେ ଆୟୋଜିତ ଏକ ଜନସମାବେଶରେ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହି ଅବସରରେ ବିପ୍ଲବୀ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ  । ଏଥିପାଇଁ ଭୂୟାଁ ସାଂସ୍କୃତିକ ସଙ୍ଗଠନ ଉତ୍ସାହିତ ହୋଇଉଠିଛି । ଗ୍ରାମବାସୀ ଏହି ବଡ଼ ପଦକ୍ଷେପ ପାଇଁ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି  ।

ସୂଚନାଯୋଗ୍ୟ  ବିପ୍ଳବୀ ଧରଣୀଧର କେନ୍ଦୁଝର ଜିଲ୍ଲାର ଗର୍ବ ଓ ଗୌରବ ଓ ସ୍ୱାଭିମାନର ପ୍ରତୀକ। ତତ୍କାଳୀନ ବ୍ରିଟିଶ ସମର୍ଥିତ ରାଜତନ୍ତ୍ରର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୁଦ୍ଧରେ ଧରଣୀଧରଙ୍କ ଭଳି ଆଦିବାସୀ ଯୁବକଙ୍କର ବିପ୍ଳବ ଇତିହାସରେ ଏକ ଉଲ୍ଲେଖନୀୟ ଅଧ୍ୟାୟ ଯୋଡ଼ିଛି । ତେବେ ନୂଆ ସରକାର ବିପ୍ଳବୀ ମାଟି ଧରଣୀଧରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଧରଣୀଙ୍କ ବିପ୍ଳବ ସମ୍ପର୍କରେ ରାଜ୍ୟ ଓ ରାଜ୍ୟ ବାହାରର ଲୋକେ ଅନେକ ବିଷୟ ଜାଣିନାହାନ୍ତି । ତେଣୁ କୁସୁମିତା ଗ୍ରାମରେ ଏକ ସ୍ମୃତି ସଂଗ୍ରାହଳୟ, ପାଠାଗାର, ଖେଳ ପଡ଼ିଆ ସହିତ ବିପ୍ଳବୀଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଶିଶୁ ଉଦ୍ୟାନ କରାଯାଇଛି।

ବିପ୍ଳବୀ ଧରଣୀଧର ବ୍ୟବହାର କରୁଥିବା କୂଅକୁ ମଧ୍ୟ ପୁନରୁଦ୍ଧାର ଏବଂ ସଂରକ୍ଷିତ କରାଯିବ। ପାଠାଗାରରେ ବିପ୍ଳବୀଙ୍କ ସମ୍ପର୍କରେ ଜନସାଧାରଣ ଜାଣିବା ପାଇଁ ସମସ୍ତ ପୁସ୍ତକ ବ୍ୟବସ୍ଥା ରହିବ ।

ଏହାସହିତ ବିପ୍ଳବୀ ଧରଣୀଧରଙ୍କ ସମ୍ପର୍କରେ ସମସ୍ତେ ଜାଣିବାପାଇଁ  ସବିଶେଷ ତଥ୍ୟ ସ୍ମୃତି ସଂଗ୍ରାଳୟରେ ଉପଲବ୍ଧ ହେବ । ଏହି ଐତିହ୍ୟ ଗ୍ରାମ ପାଇଁ ରାଜ୍ୟ ସରକାର ୫୦ କୋଟି ଟଙ୍କା ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ କରିବା ଲକ୍ଷ୍ୟ ରଖିଛନ୍ତି ।

ସେହିପରି  ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଧରଣୀଧର ମେଡିକାଲ କଲେଜରେ ଟ୍ରମା କେୟାର ସେଣ୍ଟରର ଶୁଭାରମ୍ଭ କରିବା ସହ ନବ ନିର୍ମିତ ଟାଉନ ଥାନାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ଅନୁଷ୍ଠିତ ତିନିଦିନ ବ୍ୟାପୀ ରଙ୍ଗବତୀ ମହୋତ୍ସବକୁ ମଧ୍ୟ ଉଦଘାଟନ କରିବେ । ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଯିବାର କାର୍ଯ୍ୟକ୍ରମ ରହିଛି ।

Tags: kendujharmohanmajhi
ShareTweetShareSend
Sanchar Live

Sanchar Live

Next Post
ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଏମିତି କହିଲେ ମମତା

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଏମିତି କହିଲେ ମମତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.