Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
April 17, 2026
in ଓଡିଶା
0
ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
13
VIEWS
FacebookTwitter

ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ବାବୁ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିଳ୍ପପତି, ଓଡିଶାକୁ ଭଲ ପାଉଥିବା ରାଜନେତା । ଓଡିଶା ମାଟିର ଗୌରବ ଏବଂ ଦେଶର ସମ୍ମାନ ପାଇଁ ସେ ସର୍ବଦା ଲଢେଇ କରୁଥିଲେ ।

ଓଡ଼ିଶାର ସ୍ୱାଭିମାନ ଏବଂ ସମ୍ମାନ ପାଇଁ ସେ କେବେ ସାଲିସ କରିନଥିଲେ । ଓଡିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ ଦେଖିଥିଲେ ବିଜୁ ପଟ୍ଟନାୟକ । ବିଜୁ ପଟ୍ଟନାୟକ ସଂକଳ୍ପ ଏବଂ ସ୍ବପ୍ନକୁ ନେଇ ଆମ ସରକାର ମଧ୍ୟ ସମୃଦ୍ଧ ଓଡିଶା ଗଠନ କରିବାକୁ କାର୍ଯ୍ୟ କରୁଛି । ଓଡିଶା ଅସ୍ମିତାକୁ ବିଶ୍ୱ ଦରବାରରେ ପରିଚିତ କରାଇବାରେ ବିଜୁ ବାବୁ ଙ୍କର ଯେଉଁ ସ୍ବପ୍ନ ଅଧୁରା ରହିଯାଇଛି, ସେହି ସପ୍ନକୁ ପୁରା କରିବାକୁ ଆମ ସରକାର ସଂକଳ୍ପ ନେଇଛନ୍ତି । ଆଗାମୀ ଦିନରେ ଓଡ଼ିଆ ସ୍ୱାଭିମାନ ବିଶ୍ୱ ଦରବାରରେ ପହଂଚିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Tags: bijupattnaikmohanmajhi
ShareTweetShareSend
Sanchar Live

Sanchar Live

Next Post
ସାଂସଦଙ୍କୁ ନବୀନଙ୍କ ଚିଠି : କାଉଣ୍ଟର କଲେ ଧର୍ମେନ୍ଦ୍ର

ସାଂସଦଙ୍କୁ ନବୀନଙ୍କ ଚିଠି : କାଉଣ୍ଟର କଲେ ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.