Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

 ଆଣ୍ଡାମାନ ଛୁଇଁଲା ମୌସୁମୀ

Sanchar Live by Sanchar Live
May 13, 2025
in ଭାରତ
0
 ଆଣ୍ଡାମାନ ଛୁଇଁଲା ମୌସୁମୀ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଣ୍ଡାମାନ ସାଗରରେ ପାଦ ଥାପିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ ବଙ୍ଗୋପସାଗର,ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ, ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ।  ଆସନ୍ତା ମେ ୨୭ ତାରିଖକୁ କେରଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି । ସେପଟେ ତାତିଠୁ ବଳିଗଲା ଗୁଳୁଗୁଳି । ଭୁବନେଶ୍ବରରେ ଆଦ୍ରତା ୭୧ ଦଶମିକ ୬ ପ୍ରତିଶତ ରେକର୍ଡ ହୋଇଛି । ଫଳରେ ଭୁବନେଶ୍ବରରେ ଗୁଳୁଗୁଳି ଅସହ୍ୟ ହେଲାଣି । ସେହିପରି ସକାଳ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ବରରେ ୩୨ ଦଶମିକ ୭ ଡିଗ୍ରୀ ଟପିଲାଣି ତାପମାତ୍ରା। ଗତକିଛି ଦିନ ହେଲାଣି ପ୍ରବଳ ଖରା ସହ ଗୁଳୁଗୁଳି ଯୋଗୁଁ ଲୋକମାନେ ଅସ୍ତବ୍ୟସ୍ତ ହେଲେଣି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି । ଦିନ ତାପମାତ୍ରା ବଢ଼ିବା ସହ ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଉଛି । ୧୬ ତାରିଖ ଯାଏଁ ଅସହ୍ୟ ତାତିରୁ ନିସ୍ତାର ନାହିଁ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି ।

Tags: andamanMonsoon
ShareTweetShareSend
Sanchar Live

Sanchar Live

Next Post
୧୭ ଝିଅଙ୍କ ନାଁ ଦିଆଗଲା ସିନ୍ଦୂର

୧୭ ଝିଅଙ୍କ ନାଁ ଦିଆଗଲା ସିନ୍ଦୂର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.