Thursday, June 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କେରଳମ୍ ଛୁଇଁଲା ମୌସୁମୀ

Sanchar Live by Sanchar Live
June 4, 2026
in ଭାରତ
0
କେରଳମ୍ ଛୁଇଁଲା ମୌସୁମୀ
0
SHARES
13
VIEWS
FacebookTwitter

କେରଳମ୍ ଛୁଇଁଲା ମୌସୁମୀ । ନିର୍ଦ୍ଧାରିତ ସମୟରେ କେରଳମ୍ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ମେ’ ୨୬ରେ ମୌସୁମୀ ପହଞ୍ଚିବା ନେଇ ଆକଳନ କରିଥିଲା IMD । ଏଥର ବିଳମ୍ବରେ କେବଳ ଛୁଇଁଛି ମୌସୁମୀ ବାୟୁ ।

ପ୍ରାରମ୍ଭିକ ପୂର୍ବାନୁମାନରେ ମେ’ ୨୬ ତାରିଖ ପାଖାପାଖି ଆସିବ ବୋଲି ଆକଳନ କରାଯାଇଥିଲା, କିନ୍ତୁ ଅନୁକୂଳ ପାଣିପାଗ ନ ହେବାରୁ ବିଳମ୍ବରେ ପହଞ୍ଚିଛି । ମୌସୁମୀର ଆଗମନ ସହିତ କେରଳର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଅନେକ ଜିଲ୍ଲା ପାଇଁ IMD ପକ୍ଷରୁ ‘ଅରେଞ୍ଜ ଆଲର୍ଟ’ ଜାରି କରାଯାଇଛି । ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ବୋଲି ସୂଚନା ରହିଛି ।

ତେବେ କେରଳରେ ମୌସୁମୀ ଛୁଇଁବା ପରେ ଓଡିଶାରେ ସପ୍ତାହ ମଧ୍ୟରେ ମୌସୁମୀ ପହଞ୍ଚିବ । ଆସନ୍ତା ୧୦ କିମ୍ବା ୧୨ ଆଡକୁ ଓଡିଶା ମୌସୁମୀ ଛୁଇଁପାରେ ବୋଲି ଆକଳନ କରାଯାଉଛି । ଉତ୍ତରପ୍ରଦେଶରେ ମଧ୍ୟ ପାଣିପାଗ ସ୍ଥିତି ବଦଳୁଛି । ଅନେକ ଜିଲ୍ଲାରେ ବର୍ଷା ଓ ପବନ ହେଉଛି । ଫଳରେ ଲୋକଙ୍କୁ କିଛି ଆଶ୍ବସ୍ତି ମିଳୁଛି । ଲକ୍ଷ୍ନୌ ସମେତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁଁ ଆଶ୍ବସ୍ତି ମିଳିଛି ।

Tags: keralaMonsoon
ShareTweetShareSend
Sanchar Live

Sanchar Live

Next Post
ମିଳିଲାନି ଷ୍ଟ୍ରେଚର୍‌, କାନ୍ଧରେ ବୁହାହେଲେ ରୋଗୀ

ମିଳିଲାନି ଷ୍ଟ୍ରେଚର୍‌, କାନ୍ଧରେ ବୁହାହେଲେ ରୋଗୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ?
  • ବିହାରରେ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୩ ମୃତ
  • ମିଳିଲାନି ଷ୍ଟ୍ରେଚର୍‌, କାନ୍ଧରେ ବୁହାହେଲେ ରୋଗୀ
  • କେରଳମ୍ ଛୁଇଁଲା ମୌସୁମୀ
  • ଋତୁସ୍ରାବ ସମୟରେ ବ୍ୟାୟାମ କରିବା ଠିକ୍ କି ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.