Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାରୁ ଫେରିଗଲା ମୌସୁମୀ

Sanchar Live by Sanchar Live
October 13, 2024
in ଓଡିଶା
0
ଓଡ଼ିଶାରୁ ଫେରିଗଲା ମୌସୁମୀ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶାରେ ବଡ ବର୍ଷା ନଥିଲା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Tags: Monsoonodishaweatherreport
ShareTweetShareSend
Sanchar Live

Sanchar Live

Next Post
କଟକର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ମା’ଙ୍କ ପୂଜା

କଟକର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ମା'ଙ୍କ ପୂଜା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.