Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗାମୀ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

Sanchar Live by Sanchar Live
June 11, 2026
in ଓଡିଶା
0
୩ ରୁ ୪ ଦିନ ଭିତରେ ଭିତରେ ଓଡିଶା ଛୁଇଁପାରେ ମୌସୁମୀ
0
SHARES
15
VIEWS
FacebookTwitter

ଆଗାମୀ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୧୩ ତାରିଖ ବେଳକୁ ଦୁଇରୁ ୪ ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ପାଇବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ଦୁଇ ଦିନ ଯାଏ ଲାଗି ରହିବ ଗରମ ଗୁଳୁଗୁଳି । ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ । ରାଜ୍ୟରେ ଆସନ୍ତା ୧୩ ତାରିଖ ବେଳକୁ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇପାରେ ।

ତେବେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ କାଳବୈଶାଖୀ  । ପାଗ ଅନୁକୂକ ରହିଥିବାରୁ ଆଗାମୀ ୩ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବ । ଆଗାମୀ ୨୪ ଘଣ୍ଟା ରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ,, ନୟାଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ଝଟକା ପବନ ବହିବା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Tags: Monsoonweather reporet
ShareTweetShareSend
Sanchar Live

Sanchar Live

Next Post
ବଢ଼ିଲାଣି ଦିଦିଙ୍କ ଚିନ୍ତା, ଦିଲ୍ଲୀରେ TMCରେ ବିଦ୍ରୋହ

TMC ଛାଡ଼ୁଛନ୍ତି, ଲୋକସଭାରୁ ଇସ୍ତଫା ଦେଉଛନ୍ତି...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.