Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ

Sanchar Live by Sanchar Live
May 24, 2025
in ମନୋରଞ୍ଜନ
0
ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ
0
SHARES
308
VIEWS
FacebookTwitter

ସଂଚାର ବ୍ୟୁରୋ: ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଆସିଛି ଏକ ଦୁଃଖଦ ଖବର । ଆଜି ବଲିଉଡ ଜଗତ ଜଣେ ଅନନ୍ୟ କଳାକାରଙ୍କୁ ହରାଇଛି । ଅଭିନେତା ମୁକୁଲ ଦେବ ଆଉ ଆମ ସାଙ୍ଗରେ ନାହାନ୍ତି । ଫିଲ୍ମ ‘ସନ୍ ଅଫ୍ ସରଦାର’ ଫେମ୍ ମୁକୁଲ ଦେବଙ୍କ ଦେହାନ୍ତ ହୋଇଛି । ଶୁକ୍ରବାର ରାତିରେ ଅଭିନେତା ଶେଷ ନିଶ୍ୱାସ ତ୍ୟାଗ କରି ସମସ୍ତଙ୍କୁ ବିଦାୟ ଦେଇଛନ୍ତି । ମୁକୁଲ ଦେବଙ୍କ ମୃତ୍ୟୁ ଖବର ବିଷୟରେ ସୂଚନା ଦେଇଛନ୍ତି ଅଭିନେତା ବିନ୍ଦୁ ଦାରା ସିଂହ । ଅଭିନେତାଙ୍କ ମୃତ୍ୟୁରେ ପୁରା ବଲିଉଡ୍ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଅଭିନେତାଙ୍କ ପ୍ରଶଂସକମାନେ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି । ଶୁକ୍ରବାର ରାତିରେ ମୁକୁଲଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । କିନ୍ତୁ ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇନାହିଁ । କିନ୍ତୁ ତାଙ୍କ ମୃତ୍ୟୁକୁ ନେଇ ପୂରା ଫିଲ୍ମ ଇଣ୍ଡଷ୍ଟ୍ରୀ ଆଶ୍ଚର୍ଯ୍ୟ ହୋଇଯାଇଛି ।

ମୁକୁଲ ଦେବ ‘ସନ୍ ଅଫ୍ ସର୍ଦ୍ଦାର’, ‘ଆର୍…ରାଜକୁମାର’, ‘ଜୟ ହୋ’ ଭଳି ଫିଲ୍ମରେ ଅଭିନୟ କରି ଫ୍ୟାନ୍ସଙ୍କୁ ନିଜ କଳାର ଯାଦୁ ଦେଖାଇଥିଲେ । ଏବେ ଅଭିନେତାଙ୍କ ଦେହାନ୍ତ ହୋଇଛି । ତାଙ୍କୁ ମାତ୍ର ୫୪ ବର୍ଷ ବୟସ ହୋଇଥିଲା । ସେ ଶେଷ ଥର ପାଇଁ ତାଙ୍କ ଭାଇ ରାହୁଲ ଦେବଙ୍କ ସହ ‘ଆଣ୍ଟ ଦି ଏଣ୍ଡ’ ଫିଲ୍ମରେ ନଜର ଆସିଥିଲେ । ତାଙ୍କ ମୃତ୍ୟୁ ଖବର ଜାଣିବା ପରେ ଫ୍ୟାନ୍ସମାନେ ଦୁଃଖ ପ୍ରକାଶ କରୁଛନ୍ତି।

Tags: bollywoodMukul Debpasses away
ShareTweetShareSend
Sanchar Live

Sanchar Live

Next Post
ଜାମ୍ମୁ କାଶ୍ମୀର ଗସ୍ତରେ ରାହୁଲ : କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟିଲେ..

ଜାମ୍ମୁ କାଶ୍ମୀର ଗସ୍ତରେ ରାହୁଲ : କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟିଲେ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.