Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜଣଙ୍କ ମୃତ୍ୟୁ

Sanchar Live by Sanchar Live
February 16, 2025
in ଭାରତ
0
ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜଣଙ୍କ ମୃତ୍ୟୁ

Oplus_131072

0
SHARES
12
VIEWS
FacebookTwitter

ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ରବିବାର ସକାଳେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୨ ଜଣ ମହିଳାଙ୍କର ମୃତ୍ୟୁ ହୋଇଛି । ଏଠାରେ ୧୧ ମହଲା ବିଶିଷ୍ଟ ଏକ ବିଲ୍ଡିଂରେ ହଠାତ୍ ନିଆଁ ଲାଗିଯିବାରୁ ୨ ଜଣ ମହିଳା ଏହା ସଂସ୍ପର୍ଶରେ ଆସିଥିଲେ । ଅନ୍ୟ ଦୁଇଜଣ ବ୍ୟକ୍ତି ଏଥିରେ ଶ୍ୱାସରୁଦ୍ଧ ହୋଇଯାଇଛନ୍ତି । ଉଭୟଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, ଦକ୍ଷିଣ ମୁମ୍ବାଇର ମସଜିଦ୍ ବନ୍ଦର ଅଞ୍ଚଳରେ ଥିବା ଏହି ବିଲ୍ଡିଂରେ ସକାଳ ୬ଟା ୧୧ ମିନିଟରେ ଭୟଙ୍କର ଭାବରେ ଅଗ୍ନିକାଣ୍ଡ ଘଟିଥିଲା । କୋଠାର ତଳ ମହଲାରେ ଥିବା ମିଟର ଏବଂ ତାରରେ ପ୍ରଥମେ ନିଆଁ ଲାଗିଥିଲା । ପରେ ଏହା ଉଗ୍ର ରୂପ ଧାରଣ କରିଥିଲା । ଏହି ସମୟରେ ପ୍ରଥମ ମହଲାରେ ଥିବା ଦୁଇ ଜଣ ମହିଳା ନିଆଁ ସଂସ୍ପର୍ଶରେ ଆସିବାରୁ ସେମାନଙ୍କ ହାତ ଓ ଗୋଡ଼ରେ ଆଘାତ ଲାଗିଥିଲା ​​ଏବଂ ପ୍ରବଳ ଧୂଆଁ ଯୋଗୁ ସେମାନେ ଶ୍ୱାସରୁଦ୍ଧ ହୋଇଯାଇଥିଲେ ।

ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ୨ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା । ୪ ୨ ବର୍ଷୀୟା ସବିଲା ଖାତୁନ୍ ଶେଖ୍ ଏବଂ ୩୦ ବର୍ଷୀୟା ସାଜିଆ ଆଲାମ୍ ଶେଖଙ୍କୁ ଡାକ୍ତରଖାନା ନିଆଯାଇଥିଲା, ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ଏହିପରି ଅନ୍ୟ ୨ ଜଣ ବ୍ୟକ୍ତି କରିମ୍ ଶେଖ (୨୦) ଓ ଶାହିନ ଶେଖ (୨୨) ନିଶ୍ୱାସ ନେବାରେ କଷ୍ଟ ଭୋଗିବା ପରେ ସେମାନଙ୍କୁ ସରକାରୀ ହସ୍ପିଟାଲ ପଠାଯାଇଛି । ସେଠାରେ ସେମାନଙ୍କ ଅବସ୍ଥା ସ୍ଥିର ରହିଛି ।

ସକାଳ ପ୍ରାୟ ସାଢ଼େ ୬ଟା ସୁଦ୍ଧା ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା । ଅଗ୍ନିକାଣ୍ଡର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ । ନିଆଁର ପ୍ରକୋପ ଏତେ ଥିଲା ଯେ କୋଠାଟି ସମ୍ପୂର୍ଣ୍ଣ ରୂପେ ଜଳି ପାଉଁଶ ହୋଇଯାଇଛି ।

Tags: firemumbai
ShareTweetShareSend
Sanchar Live

Sanchar Live

Next Post
ଗରମରେ ଲାଗିବ ସାମାନ୍ୟ ବ୍ରେକ, ହୋଇପାରେ ବର୍ଷା

ଗରମରେ ଲାଗିବ ସାମାନ୍ୟ ବ୍ରେକ, ହୋଇପାରେ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.