Monday, March 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା ଅଭିଯୋଗ

Sanchar Live by Sanchar Live
December 31, 2025
in ବିଦେଶ
0
ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା ଅଭିଯୋଗ
0
SHARES
11
VIEWS
FacebookTwitter

ଢାକା: ବାଂଲାଦେଶରେ ଗତ କିଛି ସପ୍ତାହ ଧରି ଅରାଜକତା ଚଳାଇଛନ୍ତି ବିଭିନ୍ନ ଚରମପନ୍ଥୀ ସଂଗଠନ । ସେମାନଙ୍କ ଟାର୍ଗେଟରେ ରହିଛନ୍ତି ବିତାଡ଼ିତ ପ୍ରଧାନମନ୍ତ୍ରୀ ହସିନାଙ୍କ ସମର୍ଥକ ଏବଂ ହିନ୍ଦୁ ସଂପ୍ରଦାୟ । ଦେଶବ୍ୟାପୀ ଏହାକୁ ନେଇ ବିରୋଧ କରାଯାଉଛି । ଭାରତ ମଧ୍ୟ ଏହାର ପ୍ରତିବାଦ କଲାଣି । ଏହାସତ୍ତ୍ବେ ବାଂଲାଦେଶରେ ହିନ୍ଦୁମାନଙ୍କ ବିରୋଧରେ ହିଂସା ବୃଦ୍ଧି ପାଇବାରେ ଲାଗିଛି । ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ହେଉଛି ଏହାର ଆଉ ଏକ ପ୍ରମାଣ । ହତ୍ୟାକାରୀ ଧରାପଡ଼ିଥିଲେ ମଧ୍ୟ ୟୁନୁସ ସରକାରଙ୍କ ଅପରାଗତାକୁ ନେଇ ବାଂଲା ହିନ୍ଦୁ ସଂପ୍ରଦାୟ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ସେମାନେ ଅଭିଯୋଗ କରିଛନ୍ତି ଯେ ସରକାରଙ୍କ ଅପରାଗତାର ସୁଯୋଗ ନେଇ ଚରମପନ୍ଥୀଙ୍କ ଅତ୍ୟାଚାର ସମସ୍ତ ସୀମା ଅତିକ୍ରମ କଲାଣି

ମିଳିଥିବା ସୂଚନା ଅନୁଯାୟୀ ଏକ କପଡ଼ା କାରଖାନାରେ ଜଣେ ହିନ୍ଦୁ ଶ୍ରମିକଙ୍କୁ ତାଙ୍କର ଜଣେ ସହଯୋଗୀ ଗୁଳି କରି ହତ୍ୟା କରିଛି । ମୃତ ଶ୍ରମିକ ହେଉଛନ୍ତି ବଜେନ୍ଦ୍ର ବିଶ୍ବାସ (୪୨) ଏବଂ ହତ୍ୟା ଅଭିଯୁକ୍ତ ହେଲା ନୋମାନ । ଦୁହେଁ ଏହି କାରଖାନାରେ ସିକୁରିଟି ଗାର୍ଡ ରୂପେ କାମ କରୁଥିଲେ । ଦୁହେଁ ଏକୁଟିଆ ବସିଥିବା ବେଳେ ନୋମାନ ତା ବନ୍ଧୁକରୁ ବଜେନ୍ଦ୍ରଙ୍କୁ ଗୁଳିମାଡ଼ କରିଥିଲା । ଡାକ୍ତରଖାନା ନିଅଯିବା ସମୟରେ ବଜେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ନୋମାନକୁ ଗିରଫ କରିବା ସହିତ ତା ଠାରୁ ବନ୍ଧୁକ ଜବତ କରିଛି । ତେେବ ହତ୍ୟାର କାରଣ ଜଣାପଡ଼ିନାହିଁ । ଗତ ଦୁଇ ସପ୍ତାହ ମଧ୍ୟରେ ଏହାକୁ ମିଶାଇ ହିନ୍ଦୁ ସଂପ୍ରଦାୟର ତିନି ଜଣଙ୍କୁ ହତ୍ୟା କରାଗଳାଣି । ଗତ ୧୮ ତାରିଖରେ ଦୀପୁ ଦାସ ନାମକ ଜଣେ ଯୁବକଙ୍କୁ କେତେକ ଲୋକ ପିଟିପିଟି ହତ୍ୟା କରିବା ପରେ ତାଙ୍କ ଦେହରେ ନିଆଁ ଲଗାଇଦେଇଥିେଲ । ଏହାକୁ ନେଇ ଦେଶ ଭିତରେ ଓ ବାହାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଏହାର କିଛି ଦିନ ପରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ମଧ୍ୟ ପିଟିପିଟି ହତ୍ୟା କରାଯାଇଥିଲା । ଏହି ଘଟଣାରେ କିଛି ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା । ଭାରତଏହି ଘଟଣା ନେଇ ପ୍ରତିବାଦ ଜଣାଇଥିଲା ।  ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସଂପ୍ରଦାୟର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ଲାଗି ଭାରତ ସରକାର ପରାମର୍ଶ ଦେଇଥିଲା । ତଥାପି ଗତକାଲି ପୁଣି କିଛି ହିନ୍ଦୁ ସଂପ୍ରଦାୟର ଲୋକଙ୍କ ଘରେ ମଧ୍ୟ ନିଆଁ ଲଗାଇ ଦିଆଯାଇଥିଲା ।

ଏହିସବୁ ଘଟଣା ନେଇ ଭାରତ ଓ ବାଂଲାଦେଶ ମଧ୍ୟରେ ସଂପର୍କ ତିକ୍ତ ହୋଇଛି । ବାଂଲାଦେଶରେ ହିଂସା ନେଇ ଭାରତ ଉଦ୍‌ବେଗ ପ୍ରକାଶ କରୁଥିବା ବେଳେ ବାଂଲାଦେଶ ସରକାର ଓଲଟା ଭାରତ ବିରୋଧରେ ଅଭିଯୋଗ କରୁଛି । ଢାକାରେ ଭାରତର ହାଇକମିସନ ଅଫିସ ଉପରେ ଆକ୍ରମଣ କରିବାକୁ ଯୋଜନା କରିଥିଲେ ବିଭିନ୍ନ ଚରମପନ୍ଥୀ ସଂଗଠନ । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଆକ୍ରମଣର ବିରୋଧ କରି ଦିଲ୍ଲୀରେ ମଧ୍ୟ ବାଂଲା ହାଇକମିସନ ସମ୍ମୁଖରେ ବିକ୍ଷୋଭ କରିଛନ୍ତି ବିଭିନ୍ନ ସଂଗଠନ । ଏଥିପାଇଁ ଉଭୟ ଭାରତ ଓ ବାଂଲାଦେଶ  ପରସ୍ପର ଦେଶର ହାଇ କମିସନରଙ୍କୁ ସମନ୍ କରି ନିଜ ନିଜର ଉଦବେଗ ଜଣାଇଛନ୍ତି । ଏଭଳି ପରିସ୍ଥିତି ମଧ୍ୟରେ ବାଂଲାଦେଶ ସରକାର ନୂଆଦିଲ୍ଳୀ ସ୍ଥିତ ଏହାର ହାଇକମିସନରଙ୍କୁ ଗତକାଲି ଡାକିନେଇଛି । ଦୁଇ ଦେଶ ମଧ୍ୟରେ ବିଗୁଡ଼ୁଥିବା ସଂପର୍କ ନେଇ ବିଚାର ଆଲୋଚନା ପାଇଁ ବାଂଲାଦେଶ ଏହାର କମିସନର ରିଆଜ ହମିଦୁଲ୍ଲାଙ୍କୁ ଡାକିଥିବା ଜଣାପଡ଼ିଛି । ଡକରା ପାଇଁ ରିଆଜ ଗତକାଲି ସନ୍ଧ୍ୟାରେ ଢାକା ଯାଇଛନ୍ତି ।

Tags: bangladeshcrimehindu
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି !

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି !

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ
  • ଆଜି ଏହି ରାଶିକୁ ମିଳିବ ଖୁସି ଖବର
  • ଏହି କାରଣରୁ ବିଜେଡ଼ରୁ ବିଦାହେଲେ ପ୍ରଭାତ ବିଶ୍ୱାଳ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.