Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

କିନ୍ନର ପୂଜକଙ୍କୁ ପିଟିପିଟି ହତ୍ୟା

Sanchar Live by Sanchar Live
May 19, 2025
in ଅପରାଧ
0
କିନ୍ନର ପୂଜକଙ୍କୁ ପିଟିପିଟି ହତ୍ୟା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: କିନ୍ନର ପୂଜକଙ୍କୁ ପିଟିପିଟି ହତ୍ୟା । କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା କାକି ଗାଁରେ ହତ୍ୟାକାଣ୍ଡ । ମୃତକ ହେଉଛନ୍ତି ଗାଁର କିନ୍ନର ପୂଜକ ଶଙ୍କର ରାନ୍ଧି । ଠେଙ୍ଗାରେ ପିଟି ପିଟି ନିର୍ମମ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ଭାଇ ସଞ୍ଜିତ ରାନ୍ଧି। ଏନେଇ ସୁନାବେଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ଗତ ରାତିରେ ଦେବ ଗୁଡ଼ିଆ ଓ ଲକ୍ଷ୍ମୀଧର ନାୟକ ତାଙ୍କୁ ମନ୍ଦିର ଭିତରୁ ଟାଣି ନେଇ ହତ୍ୟା କରି ଘର ଦାଣ୍ଡରେ ଫିଙ୍ଗି ଚାଲିଯାଇଥିଲେ । ତାଙ୍କୁ ତୁରନ୍ତ ସୁନାବେଡ଼ା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବାବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଜଣଙ୍କୁ  ଥାନାରେ ଅଟକ ରଖି ପଚରାଉଚରା କରୁଛନ୍ତି । ତେବେ ଏଭଳି ଘଟଣା ସୁନାବେଡ଼ା ଓ ସିମିଳିଗୁଡା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

Tags: crimekoraput
ShareTweetShareSend
Sanchar Live

Sanchar Live

Next Post
ଏସିଡ୍‌ ମାଡ଼ କରିବାକୁ ଧମକ ଦେଇ ପ୍ରେମିକ ଗିରଫ

ଏସିଡ୍‌ ମାଡ଼ କରିବାକୁ ଧମକ ଦେଇ ପ୍ରେମିକ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.