Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ

Sanchar Live by Sanchar Live
September 12, 2024
in ଭାରତ
0
ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଶିଖ’ ସମ୍ପ୍ରଦାୟ ସହ ଜଡିତ ବିବୃତ୍ତି ଉପରେ ଦେଶର ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବୁଧବାର ସୋନିଆ ଗାନ୍ଧୀଙ୍କ ଦିଲ୍ଲୀର ବାସଭବନ ବାହାରେ ଭାଜପା ସମର୍ଥିତ ଶିଖ ପ୍ରକୋଷ୍ଠ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ପ୍ରଦର୍ଶନ ସମୟରେ ଭାଜପା ନେତା ତରବିନ୍ଦର ସିଂ ମାରୱା ଉପରେ ରାହୁଲ ଗାନ୍ଧୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଭାଜପା ନେତା ତରବିନ୍ଦର ସିଂ ମାରୱାଙ୍କ ବିରୋଧରେ କଂଗ୍ରେସ ଆଇନଗତ କାର୍ଯ୍ୟାନୁଷ୍ଠାନ ଉପରେ ବିଚାର କରୁଛି। ଦଳ ଭାଜପା ନେତା ତରବିନ୍ଦର ସିଂ ମାରୱାଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରେ।

ଏହି ପ୍ରଦର୍ଶନ ସମୟରେ ଭାଜପା ନେତା କହିଥିଲେ, ରାହୁଲ ଗାନ୍ଧୀ, ବନ୍ଦ କର, ନଚେତ୍‌ ଭବିଷ୍ୟତରେ ତୁମର ସେହି ଅବସ୍ଥା ହେବ, ଯାହା ତୁମ ଜେଜେମା’ଙ୍କ ସହ ହୋଇଥିଲା। ଏହି ସମୟରେ ଭାଜପା ଶିଖ ପ୍ରକୋଷ୍ଠ କହିଛି ଯେ ରାହୁଲ ଗାନ୍ଧୀ ଆମେରିକାରେ ଭାରତ ଏବଂ ଶିଖମାନଙ୍କୁ ଅପମାନିତ କରିଛନ୍ତି। ସେ ଆମ ଦେଶକୁ ବିଦେଶୀ ମାଟିରେ ବଦନାମ କରିଛନ୍ତି , ଏଥିପାଇଁ ସେ କ୍ଷମା ମାଗିବା ଉଚିତ୍‌।

Tags: bjpcrimerahul gandhi
ShareTweetShareSend
Sanchar Live

Sanchar Live

Next Post
ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.