Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ନବ ଦାସ ହତ୍ୟାକାଣ୍ଡର ବିଜେପି ସରକାର ଖୋଲିବେ ଗୁମର

Sanchar Live by Sanchar Live
August 13, 2024
in ରାଜନୀତି
0
ନବ ଦାସ ହତ୍ୟାକାଣ୍ଡର ବିଜେପି ସରକାର ଖୋଲିବେ ଗୁମର
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଖୋଲିବା ଗୁମର, ବନ୍ଧାହେବେ ମାଷ୍ଟର ମାଇଣ୍ଡ। ବିଜେପି ସରକାର ଏହି ମାମଲାର ପୁନଃ ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ଜାତୀୟ ଗଣମାଧ୍ୟମ ସଂସ୍ଥାକୁ ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି । ବିଜେଡି ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନବ ଦାସ । ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରିଥିଲା ଏଏସଆଇ ଗୋପାଳ ଦାସ । ଏହି ହତ୍ୟାକାଣ୍ଡ ପଛରେ ବିଜେଡି ନେତାଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅଭିଯୋଗ ଆସିଥିଲା ।

ଅଭିଯୁକ୍ତ ଗୋପାଳ ଦାସ ଜେଲରେ ଥିଲେ ମଧ୍ୟ ଏହି ହତ୍ୟାକାଣ୍ଡ ପଛରେ ବଡ଼ ଷଡଯନ୍ତ୍ର ଥିବା ନେଇ ଅଭିଯୋଗ ହୋଇଥିଲା । କେବଳ ନବ ଦାସଙ୍କ ମାମଲା ନୁହେଁ, ୨୦୨୨ ମମିତା ମେହର ହତ୍ୟା ମାମଲା ଏବଂ ୨୦୦୮ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ମାମଲାର ପୁନଃ ତଦନ୍ତ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମମିତାଙ୍କ ହତ୍ୟା ମାମଲାରେ ତତକାଳୀନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ଉଠିଥିଲା । ପରେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବବା ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ । ଏସବୁ ମାମଲା ପୁଣି ଖୋଲିବା ନେଇ ଆଇନ ମନ୍ତ୍ରୀଙ୍କ ବୟାନ ପରେ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖିବାକୁ ମିଳିଛି ।

Tags: naba dashodishapruthiraj harichandan
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର ଏସଓପି ପାଇଁ ଜିଲ୍ଲାପାଳ ମାନଙ୍କୁ ଫିଡ଼ବ୍ୟାକ ମାଗିଲେ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟରେ ଆଜି ହୋଇପାରେ ଏକ ବଡ଼ ପରିବର୍ତ୍ତନ
  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.