Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବ୍ୟବସାୟୀଙ୍କଠାରୁ ଲୁଟି ନେଲେ ୧୫ ଲକ୍ଷ ଟଙ୍କା

Sanchar Live by Sanchar Live
January 15, 2025
in ଅପରାଧ
0
ବ୍ୟବସାୟୀଙ୍କଠାରୁ ଲୁଟି ନେଲେ ୧୫ ଲକ୍ଷ ଟଙ୍କା
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ବ୍ୟବସାୟୀଙ୍କୁ ଆକ୍ରମଣ କରି ୧୫ ଲକ୍ଷ ଲୁଟ। ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଛତାବେଢା ସାପ୍ତାହିକ ବଜାରରେ ବ୍ୟବସାୟୀଙ୍କୁ ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟ ଅଭିଯୋଗ ହୋଇଛି l ଦିନ ଦ୍ବିପ୍ରହରରେ ମୁଖାପିନ୍ଧI ୭ ରୁ ୮ ଦୁର୍ବୃତ୍ତ ଲୁଟି ନେଲେ ୧୫ ଲକ୍ଷରୁ ଅଧିକ ଟଙ୍କା। ବ୍ୟବସାୟୀ ଅବଦୁଲ ଆନସାରି ଦୁଇ ଜଣ କର୍ମଚାରୀଙ୍କ ସହ ପାରୁଆ ପଞ୍ଚାୟତର ଛତାବେଡା ସାପ୍ତାହିକ ହାଟକୁ ଯାଉଥିଲେ। ଏହି ସମୟରେ ନିକଟସ୍ଥ ଏକ ପୋଖରୀ ନିକଟରେ ମୁଖାପିନ୍ଧା ୭ରୁ ୮ ଜଣ ବ୍ୟକ୍ତି ଏମାନଙ୍କୁ ଅଟକାଇଥିଲେ। ଅଟକିବା ପରେ ସେମାନେ ଅତର୍କିତ ଭାବେ ବାଇକ ଚାଳକଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେl ଦୁଇ କର୍ମଚାରୀ ଗୁଡୁ ଓ ୟୁନୁସଙ୍କୁ ଆକ୍ରମଣ କରି ଅବଦୁଲଙ୍କ ଠାରୁ ଟଙ୍କା ବ୍ୟାଗ ଛଡାଇ ନେଇଥିଲେ। ଆକ୍ରମଣରେ ଗୁରୁତର ହୋଇ ଅବଦୁଲ ଅନସାରୀ ରାଇଘର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଦୁଇ ଜଣଙ୍କୁ ଘଟଣାସ୍ଥଳକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।.

Tags: crimelootnabarangapur
ShareTweetShareSend
Sanchar Live

Sanchar Live

Next Post
ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ମାସିକ ଭତ୍ତା ୩୫୦୦ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ମାସିକ ଭତ୍ତା ୩୫୦୦ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.