Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି: ଧର୍ମେନ୍ଦ୍ର

Sanchar Live by Sanchar Live
August 31, 2024
in ଓଡିଶା
0
ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀଙ୍କ କଟକ ଗସ୍ତ, ୧୦୦ କୋଟ ଟଙ୍କା ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଉଦଘାଟନ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା? ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣଙ୍କ କରୁଥିଲେ କଣ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବର ବିଷୟ କି ବୋଲି ପଚାରିଛନ୍ତି ଧର୍ମେନ୍ଦ୍ର। ସେ ଆହୁରି କହିଛନ୍ତି ଯେ ରେଭେନ୍ସାର ନାଁ ବଦଳିବା ଆବଶ୍ୟକ ବୋଲି କହିବା ତାଙ୍କର ବ୍ୟକ୍ତିଗତ ମତ। ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ।

ଅନ୍ୟପକ୍ଷରେ ଏହାକୁ କଡ଼ା ଭାଷାରେ ବିରୋଧ କରିଛନ୍ତି ତିନି ପୂର୍ବତନ ପ୍ରଫେସର ଓ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କଲେ ହେମେନ୍ଦ୍ର ନାରାୟଣ ଦାସ। ସେ କହିଛନ୍ତି, ରେଭେନ୍ସା କେବଳ ନାମ ନୁହେଁ, ଇଟ୍‌ ଇଜ୍‌ ୱେ ଅଫ୍‌ ଲାଇଫ୍‌। ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇ ରହିଛି। ହୀନମନ୍ୟତା କହି ସମାଲୋଚନା କଲେ ସତ୍ୟକାମ ମିଶ୍ର। ସେ କହିଛନ୍ତି, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ।ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ। ସେହିପରି ସରକାର ଏଥିରୁ ନିବୃତ ରହନ୍ତୁ ବୋଲି କହିଛନ୍ତି ପୂର୍ବତନ ଛାତ୍ର କମଳା ପ୍ରସାଦ ମହାପାତ୍ର। ସେ କହିଛନ୍ତି, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ ଥିଲା। ଓଡ଼ିଶାର ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି କରନ୍ତୁନି, ଏଥିରୁ ନିବୃତ ରହନ୍ତୁ।

Tags: cuttackdharmendra pradhanrevenshwa
ShareTweetShareSend
Sanchar Live

Sanchar Live

Next Post
ପ୍ୟାରିସ ପାରାଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ

ପ୍ୟାରିସ ପାରାଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.