Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଆଜିଠୁ ୪ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
July 23, 2025
in ଭାରତ
0
0
SHARES
50
VIEWS
Facebook
Twitter

Related posts

ବିବାଦୀୟ ମନ୍ତବ୍ୟ ପାଇଁ ବଢିଲା ବାଗେଶ୍ୱର ଧାମର ପ୍ରବଚକ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ଚିନ୍ତା

ବିବାଦୀୟ ମନ୍ତବ୍ୟ ପାଇଁ ବଢିଲା ବାଗେଶ୍ୱର ଧାମର ପ୍ରବଚକ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ଚିନ୍ତା

November 6, 2026
‘ପ୍ରଳୟ’ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳତାର ସହ ସମ୍ପନ୍ନ

‘ପ୍ରଳୟ’ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳତାର ସହ ସମ୍ପନ୍ନ

November 6, 2026

ସଂଚାର ବ୍ୟୁରୋ: ଆଜିଠୁ ୪ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଓ ଆସନ୍ତାକାଲି ବ୍ରିଟେନ୍ ଗସ୍ତ ପରେ ଦୁଇ ଦୁନିଆ ମାଳଦ୍ବୀପ ଗସ୍ତ କରିବେ ପିଏମ୍ । ଆସନ୍ତା ୨୬ରେ ମାଳଦ୍ବୀପ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି । ମାଳଦ୍ବୀପର ୬୦ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୋଦିଙ୍କୁ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ କରିଥିଲେ ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ । ଗସ୍ତ ସମୟରେ ବ୍ରିଟେନ୍ ପିଏମ୍ କିର୍ ଷ୍ଟାର୍ମରଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ ବାଣିଜ୍ୟିକ ଚୁକ୍ତି ସ୍ବାକ୍ଷର ହେବା ସମ୍ଭାବନା ରହିଥିବା କହିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରି ।

Tags: foregn tournarendra modi

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.