Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା : ପ୍ରଧାନମନ୍ତ୍ରୀ

Sanchar Live by Sanchar Live
January 28, 2025
in ଓଡିଶା
0
ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା : ପ୍ରଧାନମନ୍ତ୍ରୀ
0
SHARES
6
VIEWS
FacebookTwitter

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ କନକ୍ଲେଭକୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ। ପୂର୍ବ ଭାରତର ବିକାଶରେ ଓଡ଼ିଶାର ବଡ଼ ଯୋଗଦାନ ରହିଛି। ପ୍ରତିବର୍ଷ ଓଡ଼ିଶାରେ ବାଲିଯାତ୍ରା ଧୂମଧାମରେ ପାଳିତ ହେଉଛି। ନିକଟରେ ଇଣ୍ଡୋନେସିଆ ରାଷ୍ଟ୍ରପତି ଭାରତ ଆସିଥିଲେ। ତାଙ୍କ ଡିଏନଏରେ ଓଡ଼ିଶା ଥିବା କହିଥିଲେ ଇଣ୍ଡୋନେସିଆ ରାଷ୍ଟ୍ରପତି। ଓଡ଼ିଶାରେ ନିବେଶର ପ୍ରଚୁର ସମ୍ଭାବନା ରହିଛି। ଓଡ଼ିଶାରେ ନିବେଶ ପାଇଁ ଶିଳ୍ପପତିଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଦ୍ରୁତ ବିକାଶ ପଥରେ ଆଗେଇ ଚାଲିଛି ଭାରତ। ଓଡ଼ିଶା ଆଉଟଷ୍ଟାଣ୍ଡିଂ, ରହିଛି ପର୍ଯ୍ୟାପ୍ତ ସୁଯୋଗ ବୋଲି ମୋଦୀ କହିଥିଲେ ।

ଖୁବଶୀଘ୍ର ଓଡ଼ିଶା ବିକାଶ କଳ୍ପନା ବାହାରେ ପହଞ୍ଚିଯିବ। ଦେଶର ଦ୍ରୁତ ପ୍ରଗତି କେବଳର ମାଟେରିଆଲ ଯୋଗୁଁ ସମ୍ଭବ ହେବନି । ବନ୍ଦର ବିକାଶରେ ଦେଶର ଶୀର୍ଷ ରାଜ୍ୟ ସହ ସମାନ ହେବ ଓଡ଼ିଶା। ନୂଆ ଷ୍ଟାର୍ଟ-ଅପକୁ ପ୍ରୋତ୍ସାହନ ଦେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ ଆଧୁନିକ ଇକୋ ସିଷ୍ଟମ ନିର୍ମାଣ ପାଇଁ ମୋଦି ଆହ୍ବାନ ଦେଇଛନ୍ତି। ଶିଳ୍ପରେ ସଶକ୍ତ ହେଲେ ଉତ୍କର୍ଷ ହେବ ଓଡ଼ିଶା। ସେହିପରି ବିକଶିତ ଭାରତ ନିର୍ମାଣରେ ଓଡ଼ିଶାର ବଡ଼ ଭାଗିଦାରୀ ରହିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ସୂଚନାଯୋଗ୍ୟ ଯେ, ସମ୍ମିଳନୀରେ ୨୦ରୁ ଅଧିକ ଦେଶର ପ୍ରତିନିଧି ସାମିଲ ହୋଇଛନ୍ତି। ଏହି ଅବସରରେ ବିଭିନ୍ନ ପର୍ଯ୍ୟାୟରେ ଶିଳ୍ପ କ୍ଷେତ୍ରକୁ ନେଇ ଆଲୋଚନା ହେଉଛି । କାର୍ଯ୍ୟକ୍ରମ ଅବସରରେ ୧୫୦ ଜଣ ପ୍ରଦର୍ଶକ ସେମାନଙ୍କ ପ୍ରଡକ୍ଟ, ସର୍ଭିସ ଇନୋଭେସନ ଜନତା ମଇଦାନରେ ପ୍ରଦର୍ଶନ କରିଛନ୍ତି । ଏଥିପାଇଁ ସ୍ୱତନ୍ତ୍ର ଷ୍ଟଲ କରାଯାଇଛି । ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ ଇନ ଓଡ଼ିଶା ଏବଂ ସୁଭଦ୍ରା ଯୋଜନା ଭଳି ଯେଉଁ ବଡ ଯୋଜନା କରାଯାଇଛି। ଏହାକୁ ନେଇ ସ୍ଵତନ୍ତ୍ର ଭାବେ ଆଲୋଚନା ହେବ। ମହିଳା ନେତୃତ୍ଵ ଗୋଲ ଟେବୁଲ ବୈଠକ, ସିଇଓ ଗୋଲ ଟେବୁଲ ବୈଠକ, ଏଡିଟର ରାଉଣ୍ଡ ଟେବୁଲ ବୈଠକ ଅନୁଷ୍ଠିତ ହେବ । ଶିଳ୍ପଦ୍ୟୋଗୀ, ଶିଳ୍ପ ବିଶେଷଜ୍ଞ ସହ ମଧ୍ୟ ଖୋଲା ଆଲୋଚନା କରାଯିବ।

Tags: narendramodiodishaUtkarshaodisha
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା ଯୋଜନାକୁ ନେଇ ବଡ଼ କଥା କହିଲେ ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାକୁ ନେଇ ବଡ଼ କଥା କହିଲେ ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.