Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, କଡ଼ା ସୁରକ୍ଷା ବଳୟରେ ରାଜଧାନୀ

Sanchar Live by Sanchar Live
September 16, 2024
in ଓଡିଶା
0
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, କଡ଼ା ସୁରକ୍ଷା ବଳୟରେ ରାଜଧାନୀ
0
SHARES
8
VIEWS
FacebookTwitter

ନ୍ମ ଦିନରେ ଓଡ଼ିଶାର ମହିଳା ମାନଙ୍କ ବଡ଼ ଉପହାର ଦେବା ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ମହିଳାଙ୍କୁ ଭେଟି ଦେବେ ସୁଭଦ୍ରା ଯୋଜନା । ମହିଳାଙ୍କ ଆର୍ଥିକ ଉନ୍ନତି ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଯିବ । ଫଳରେ ମହିଳାଙ୍କୁ ସ୍ୱୟଂସମ୍ପୂର୍ଣ୍ଣ ହେବ। ଏଥିପାଇଁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ୍।

ମଙ୍ଗଳବାର ୧୦ ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ସେଠାରୁ ସିଧାସଳଖ ଗାଢ଼କଣ ଯାଇ ସେଠାରେ ପିଏମ ଆବାସ ଯୋଜନା ହିତାଧିକାରୀଙ୍କ ସହ କରିବେ ଆଲୋଚନା । ପାଖାପାଖି ୩୦ ମିନିଟ ଧରି ପିଏମ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ ମୋଦି। ସେଠାରୁ୧୧ ଟା ୪୫ରେ ବାହାରି ୧୨ ଟାରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି । ଯେଉଁଥିରେ ରହିଛି ୨୮୦୦ କୋଟିର ରେଳ ପ୍ରକଳ୍ପ ଏବଂ ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପ ଏବଂ ତାସହ ସ୍ପୋର୍ଟସ ଭେଲିର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବା ସହ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ । ଜନତା ମଇଦାନ କାର୍ଯ୍ୟକ୍ରମରେ ପାଖାପାଖି ଘଣ୍ଟାଏ ରହିବା ପରେ ୧ଟା ୨୦ ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଫେରି ଯିବେ ପ୍ରଧାନମନ୍ତ୍ରୀ ।

ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦିଙ୍କ କାରକେଡ୍‌ ସୁରକ୍ଷା ଦାୟିତ୍ୱ ୨ ଆଇଜି  ପାହ୍ୟା ଅଧିକାରୀ ସମ୍ଭାଳିବେ । ଅନ୍ୟ ଜଣେ ଆଇଜି  ଜନତା ମଇଦାନସ୍ଥିତ ସୁରକ୍ଷା ଦାୟିତ୍ୱରେ ରହିବେ ।  ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ମୋଟ ୮୧ ପ୍ଲାଟୁନ୍‌  ପୁଲିସ ଫୋର୍ସ ଜଗିବେ । ଏଥି ସହିିତ ୨ କମ୍ପାନି କେନ୍ଦ୍ରୀୟ  ରିଜର୍ଭ ସୁରକ୍ଷା ବଳ (ସିଆରପିଏଫ୍‌) ଜଗିବେ । କୌଣସି ପ୍ରକାର ଆତଙ୍କୀ ଆକ୍ରମଣକୁ ମୁକାବିଲା ଓ  ପ୍ରତିହତ ପାଇଁ ୩ଟି ୟୁନିଟ ଏସ୍‌ଟିୟୁ (ସ୍ପେଶାଲ ଟାକ୍ଟିକାଲ  ୟୁନିଟ୍‌)ର ଲଢ଼ୁଆ ଯବାନ ସବୁବେଳେ ଜାଗ୍ରତ ରହିବେ ।  ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୋଲିସର କାର୍କେଡ୍ ରିହର୍ସାଲ କରାଯାଇଛି । ଭୁବନେଶ୍ବର ବିମାନବନ୍ଦରରୁ ରାଜଭବନ ଦେଇ ଜନତା ମଇଦାନରେ ପର୍ଯ୍ୟନ୍ତ କାର୍କେଡ୍ ଅଭ୍ୟାସ କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ ।

ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ। ବ୍ୟାପକ ମହିଳା ପୁଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ବି ପୁଲିସ୍।

Tags: bhubaneswarnarendra modi
ShareTweetShareSend
Sanchar Live

Sanchar Live

Next Post
ବର୍ଷାରେ ବେହାଲ ବାଲେଶ୍ବର

ବର୍ଷାରେ ବେହାଲ ବାଲେଶ୍ବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.