Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ତିନି ଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
September 3, 2024
in ଭାରତ
0
ତିନି ଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ପ୍ରଧାନମନ୍ତ୍ରୀ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ।  ତିନି ଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୃନେଇର ରାଜା ସୁଲତାନ ହାଜି ହସନାଲ ବୋଲିକିଆହାଙ୍କ ନିମନ୍ତ୍ରଣ ରକ୍ଷା କରି ବିଦେଶ ଗସ୍ତ କରିଛନ୍ତି ପିଏମ୍ ମୋଦି । କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ସରକାରୀ ବୃନେଇ ଗସ୍ତ । ସେଠାରେ ସେ ସିଙ୍ଗାପୁର ପାଇଁ ଯାତ୍ରା କରିବେ । ସେପ୍ଟେମ୍ବର ୪ କିମ୍ବା ୫ ତାରିଖରେ ଏହି ନିର୍ଦ୍ଧାରିତ ହେବ ।

ବିଦେଶ ଯାତ୍ରା ଆରମ୍ଭ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଆସନ୍ତା ଦୁଇ ଦିନ ସେ ବୃନେଇର ଦାରୁର୍ସଲାମ ଏବଂ ସିଙ୍ଗାପୁର ଗସ୍ତ କରିବେ । ଦୁଇ ଦେଶର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ସହିତ ଉଭୟ ଦେଶ ସହିତ ଦ୍ବିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଆଲୋଚନା କରିବେ । ଭାରତ ଓ ବୃନେଇ ଦାରୁର୍ସଲାମ ରାଜନୈତିକ ସମ୍ପର୍କ ପ୍ରାୟ ୪୦ ବର୍ଷ ପୁରୁଣା । ମାହମହିମ ସୁଲତାନ ହାଜି ହସନଲଙ୍କୁ ଭେଟ କରିବାକୁ ଉତ୍ସୁକତା ବଢ଼ୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ପୋଷ୍ଟ କରିଛନ୍ତି । ସେହିପରି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ରମ୍, ପ୍ରଧାନମନ୍ତ୍ରୀ ଲରେନ୍ସ ଭୋଙ୍ଗେ, ବରିଷ୍ଠ ମନ୍ତ୍ରୀ ଲି ସିନ୍ ଲୁଙ୍ଗ ସହିତ ସାକ୍ଷାତର କାର୍ଯ୍ୟକ୍ରମ ରହିଛି ।

ଏହାଛଡ଼ା ସିଙ୍ଗାପୁରରେ ପିଏମ୍ ମୋଦି ବ୍ୟବସାୟିକ ସମ୍ପର୍କକୁ ବୃଦ୍ଧି କରିବାକୁ ଚେଷ୍ଟା କରିବେ । ସିଙ୍ଗାପୁରରେ ଥିବା ବ୍ୟବସାୟିକ ସମୁଦ୍ରାୟ ସହିତ ଭେଟ କରିବେ । ସିଙ୍ଗାପୁର ସହିତ ଭାରତ ରାଜନୈତିକ ସମ୍ପର୍କ, ବିଶେଷ କରି ଉନ୍ନତ ନିର୍ମାଣ ପଦ୍ଧତି, ଡିଜିଟାଲାଇଜେସନ ଦିଗରେ ବୁଝାବଣା ସଦୃଢ଼ ହେବ ପିଏମ୍ ମୋଦି ଆଶା ରଖିଛନ୍ତି ।

Tags: narendra moditour
ShareTweetShareSend
Sanchar Live

Sanchar Live

Next Post
ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗିରଫ ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.