Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
January 28, 2025
in ଓଡିଶା
0
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
0
SHARES
8
VIEWS
FacebookTwitter

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ମୋଦୀ । ଏୟାରପୋର୍ଟରୁ ବାହାରି ଜନତା ମୈଦାନ ଅଭିମୁଖେ କଲେ ଯାତ୍ରା । ଉତ୍କର୍ଷ ଓଡିଶାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଉତ୍କର୍ଷ ଓଡିଶା ସମ୍ମିଳନୀକୁ କରିବେ ଉଦଘାଟନ । ପ୍ରଥମ ଥର ଲାଗି ମେକ୍ ଇନ ଓଡିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିଛନ୍ତି । ଦୁଇଘଂଟା ପାଇଁ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ପାଖାପାଖି ଅଧଘଣ୍ଟା ଧରି ନିଜର ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ। ରାଜ୍ୟରେ ପୁଞ୍ଜି ଖଟାଇବା ପାଇଁ ବଡ଼ ବଡ଼ ଶିଳ୍ପପତି ଓ ରାଷ୍ଟ୍ର ପ୍ରତିନଧିଙ୍କୁ ଆହ୍ବାନ ଦେବେ। ଉତ୍କର୍ଷ ଓଡିଶା କାର୍ୟ୍ୟକ୍ରମ ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି। ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ୟ୍ୟନ୍ତ ରହିବେ। ଏହା ପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଦିନ ୧୨ଟା ୫୫ମି ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ।

Tags: narendramodiodishaUtkarshaodisha
ShareTweetShareSend
Sanchar Live

Sanchar Live

Next Post
ରାମ ରହିମଙ୍କୁ ପୁଣିଥରେ ପାରୋଲ

ରାମ ରହିମଙ୍କୁ ପୁଣିଥରେ ପାରୋଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.