Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

NASM-SR ର ସଫଳ ‘ସାଲଭୋ ଲଞ୍ଚ’

Sanchar Live by Sanchar Live
April 30, 2026
in ଭାରତ
0
0
SHARES
17
VIEWS
Facebook
Twitter

ଭାରତର ସାମୁଦ୍ରିକ ପ୍ରତିରକ୍ଷା କ୍ଷେତ୍ରରେ ଏକ ବଡ଼ ସଫଳତା ହାସଲ ହୋଇଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ଏବଂ ଭାରତୀୟ ନୌସେନା ମିଳିତ ଭାବରେ ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ କେନ୍ଦ୍ରରୁ ପ୍ରଥମ ଥର ପାଇଁ ନାଭାଲ୍ ଆଣ୍ଟି-ସିପ୍ ମିସାଇଲ୍-ସର୍ଟ ରେଞ୍ଜ୍ ବା NASM-SR ର ସଫଳ ‘ସାଲଭୋ ଲଞ୍ଚ’ କରିଛନ୍ତି।

ଶତ୍ରୁ ଜାହାଜକୁ ନଷ୍ଟ କରିବାକୁ ସ୍ୱଦେଶୀ ଜ୍ଞାନକୌଶଳ

ଏହି ପରୀକ୍ଷଣ ସମୟରେ, ଏକ ହେଲିକପ୍ଟରରୁ ଗୋଟିଏ ପରେ ଗୋଟିଏ କ୍ରମାଗତ ଭାବରେ ଦୁଇଟି କ୍ଷେପଣାସ୍ତ୍ର ଉତକ୍ଷେପଣ କରାଯାଇଥିଲା। ଏହି ‘ସାଲଭୋ ଲଞ୍ଚ’ କୌଶଳ ଶତ୍ରୁ ପକ୍ଷର ପ୍ରତିରକ୍ଷା ବ୍ୟବସ୍ଥାକୁ ଭେଦ କରିବାରେ ବେଶ୍ ସହାୟକ ହେବ। ଏହି କ୍ଷେପଣାସ୍ତ୍ରଗୁଡ଼ିକ ସ୍ୱୟଂଚାଳିତ ଭାବରେ ଶତ୍ରୁ ଜାହାଜର ନିମ୍ନ ଭାଗକୁ ଟାର୍ଗେଟ୍ କରିବା ସହ ସର୍ବାଧିକ କ୍ଷତି ଘଟାଇବାର କ୍ଷମତା ପ୍ରଦର୍ଶନ କରିଥିଲେ। ଦେଶୀୟ ଜ୍ଞାନକୌଶଳରେ ନିର୍ମିତ ଏହି ଉଚ୍ଚ ଗତିସମ୍ପନ୍ନ କ୍ଷେପଣାସ୍ତ୍ର ପ୍ରଣାଳୀ ବିଶେଷ ଭାବରେ ଶତ୍ରୁ ଜାହାଜକୁ ନଷ୍ଟ କରିବା ସହିତ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତୀୟ ନୌସେନାର ଆକ୍ରମଣାତ୍ମକ କ୍ଷମତାକୁ ବୃଦ୍ଧି କରିବା ପାଇଁ ଡିଜାଇନ୍ କରାଯାଇଛି।

Related posts

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

November 7, 2026
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

November 7, 2026
ପ୍ରତିରକ୍ଷା ମନ୍ତ୍ରୀଙ୍କ ଶୁଭେଚ୍ଛା

ଏହି ସଫଳ ପରୀକ୍ଷଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉଭୟ ଡିଆରଡିଓ, ଭାରତୀୟ ନୌସେନା ଏବଂ ଭାରତୀୟ ବାୟୁସେନାକୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଆତ୍ମନିର୍ଭରଶୀଳତା ହାସଲ ଦିଗରେ ଏହାକୁ ଏକ ବଡ଼ ମାଇଲଖୁଣ୍ଟ ବୋଲି ସେ ଅଭିହିତ କରିଛନ୍ତି।

Tags: Drdoindia

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.