Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ୪ ଜିଲ୍ଲା ଗସ୍ତରେ ଯିବେ ନବୀନ, ବୁଲି ଦେଖିବେ ନଷ୍ଟ ହୋଇଥିବା ଧାନ କ୍ଷେତ

Sanchar Live by Sanchar Live
December 31, 2024
in ଓଡିଶା
0
ଆଜି ୪ ଜିଲ୍ଲା ଗସ୍ତରେ ଯିବେ ନବୀନ, ବୁଲି ଦେଖିବେ ନଷ୍ଟ ହୋଇଥିବା ଧାନ କ୍ଷେତ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଗଞ୍ଜାମ ପରେ ଆଜି ୪ ଜିଲ୍ଲା ପୁରୀ,କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନ କ୍ଷେତ ବୁଲି ଦେଖିବେ । ଉଜୁଡା କ୍ଷେତ ଦେଖିବା ସହ ଚାଷୀଙ୍କ ସହ ଆଲୋଚନା କରିବେ ନବୀନ । ପୁରୀ ଜିଲ୍ଲାର ସତ୍ୟବାଦୀ, ଜଗତସିଂହପୁର ଜିଲ୍ଲା ବାହାରଣା ପଞ୍ଚାୟତର ରତିସିଂହା, କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ, କଟକ ସାଲେପୁରରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କରିବେ ।

ଏହାପୂର୍ବରୁ ଗତକାଲି ନବୀନ ଗଞ୍ଜାମ ଜିଲ୍ଲାର ୫ଟି ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ । ଅଦିନିଆ ବର୍ଷାରେ ବ୍ୟାପକ କ୍ଷତି ହୋଇଛି। ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଯାଇଛି । ଗଞ୍ଜାମର ଚାଷୀକୁଳ ଦୁଃଖରେ ଅଛନ୍ତି । ତେଣୁ କାଳ ବିଳମ୍ବ ନ କରି ତୁରନ୍ତ ଚାଷୀଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ଦେବା ପାଇଁ ସରକାରଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି ନବୀନ ।  ଏହା ସହ ସେ ସବୁବେଳେ ଚାଷୀ ମାନଙ୍କ ସହ ଅଛନ୍ତି ବୋଲି ବୋଲି ଆଶ୍ୱାସନା ଦେଇଛନ୍ତି ।

Tags: farmerNaveen patnaikodisha
ShareTweetShareSend
Sanchar Live

Sanchar Live

Next Post
ଇସ୍ରୋକୁ ଆଉ ଏକ ସଫଳତା

ଇସ୍ରୋକୁ ଆଉ ଏକ ସଫଳତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.