Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଜେଡି କର୍ମୀଙ୍କ ଉପରେ ପୋଲିସର ଆକ୍ରମଣକୁ ନବୀନଙ୍କ ନିନ୍ଦା ନିନ୍ଦା

Sanchar Live by Sanchar Live
July 16, 2025
in ଓଡିଶା
0
ବିଜେଡି କର୍ମୀଙ୍କ ଉପରେ ପୋଲିସର ଆକ୍ରମଣକୁ ନବୀନଙ୍କ ନିନ୍ଦା ନିନ୍ଦା
0
SHARES
190
VIEWS
FacebookTwitter

ସଂଚାର ବ୍ୟୁରୋ: ବାଲେଶ୍ଵର ପୀଡ଼ିତା ମୃତ୍ୟୁ ଘଟଣାରେ ବିଜେଡ଼ିର ଶାନ୍ତିପୂର୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନ ପଟନାୟକଙ୍କ ଦୃଢ଼ ନିନ୍ଦା। ଆହତ ବିଜେଡ଼ି ନେତାଙ୍କ ସହ କଥା ହେଲେ ନବୀନ ପଟନାୟକ।ପୀଡ଼ିତା ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ି ର ହଜାର ହଜାର କର୍ମୀ ଶାନ୍ତିପୂର୍ଣ ଭାବରେ ଲୋୟର ପିଏମଜି ଠାରେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିଲେ। ସେମାନଙ୍କ ଉପରେ ପୋଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ କଡା ଭାଷାରେ ନିନ୍ଦା କରିଛନ୍ତି। ଆନ୍ଦୋଳନକାରୀଙ୍କ ଉପରେ ପୋଲିସର ଏଭଳି ଅତ୍ୟାଚାର କୁ ବର୍ବରୋଚିତ ବୋଲି ବର୍ଣ୍ଣନା କରିଛନ୍ତି ବିରୋଧୀ ଦଳ ନେତା ନବୀନ। ଏହି ଘଟଣାରେ ବିଜେଡ଼ିର ଅନେକ କର୍ମୀ ଓ ସାଧାରଣ ଲୋକ ଆହତ ହୋଇଛନ୍ତି। ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ପୋଲିସ ଆକ୍ରମଣରେ ଆହତ ସାଂସଦ ସୁଲତା ଦେଓ ,ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ପ୍ରୀତିରଞ୍ଜନ ଘଡ଼ାଇଙ୍କ ସହ ନବୀନ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।..

Tags: bjdNaveen patnaikodisha politics
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାର ପ୍ରସଙ୍ଗକୁ ପ୍ରାଥମିକତା ଦେଇ ସଂସଦ ଘେରାଉ କରିବ କଂଗ୍ରେସ

ଓଡ଼ିଶାର ପ୍ରସଙ୍ଗକୁ ପ୍ରାଥମିକତା ଦେଇ ସଂସଦ ଘେରାଉ କରିବ କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.